Tuesday, May 26, 2026 11:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ

by Our Correspondent
25 Nov, 2023- 09:48 PM
in Latest News, News
1 min read
0
ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି ।

ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ । ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ।

ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ ।

ଯୋଗାଯୋଗ ବିକାଶର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଲେ ଯେ ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍‌ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା ।

କାର୍ଯ୍ୟକ୍ରମରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାୟଗଡା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି । ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତ ଗୁଡିକ ହେଉଛି ମୋ ସରକାରର ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌ । ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ କହିଲେ ଯେ ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ଆଜି ଓଡ଼ିଶାରେ ନାରୀ ମାନେ ସବୁ କ୍ଷେତ୍ରରେ ଆଗରେ ରହୁଛନ୍ତି। ଘରୁ ବିଭିନ୍ନ କାମରେ ବାହାରକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ।

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ।

ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ଯ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲେ। ଲୋକଙ୍କ ମତକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ବ ଦିଅନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଚନ୍ତି। ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି।

ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ।

Previous Post

ସୋଆା ସାହିତ୍ୟ ଉତ୍ସବରେ ଜୟନ୍ତ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

Next Post

5T ଅଧ୍ୟକ୍ଷଙ୍କୁ ଭେଟିଲେ ଓଡିଶା ମନ୍ଦିର ସେବାୟତ ସଂଘ

Next Post
5T ଅଧ୍ୟକ୍ଷଙ୍କୁ ଭେଟିଲେ ଓଡିଶା ମନ୍ଦିର ସେବାୟତ ସଂଘ

5T ଅଧ୍ୟକ୍ଷଙ୍କୁ ଭେଟିଲେ ଓଡିଶା ମନ୍ଦିର ସେବାୟତ ସଂଘ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA