Saturday, June 27, 2026 05:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରପାରିରେ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ

by Our Correspondent
27 Jan, 2024- 07:02 PM
in Latest News, News
1 min read
0
ଆରପାରିରେ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସଂଘର ସଭାପତି ନୀଳମଣି ସାମଲ ଆଉ ନାହାନ୍ତି । କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ଆଜି ଆଖି ବୁଜିଦେଇଛନ୍ତି । ତାଙ୍କୁ ୧୦୨ ବର୍ଷ ହୋଇଥିଲା । ଏହି ମହାନ ସଂଗ୍ରାମୀଙ୍କ ମୃତ୍ୟୁରେ ଏକ ଯୁଗର ଅବସାନ ଘଟିଛି । ବିଭିନ୍ନ ମହଲରେ ଶୋର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଚାରିଥର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ଏହି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୟସାଧିକ କାରଣରୁ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । କିଛି ଦିନ ତଳେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କୁ ଚିକିତ୍ସା କରୁଥିଲେ । ମାତ୍ର ସକଳ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିନାହାନ୍ତି । ତାଙ୍କ ମରଶରୀର କଟକ ସ୍ୱରାଜ ଆଶ୍ରମକୁ ଅଣାଯାଇଛି । ଅନ୍ତିମ ଦର୍ଶନ ଲାଗି ଆଜି ରାତିରେ ସେଠାରେ ରଖାଯିବ । ଆସନ୍ତାକାଲି(ରବିବାର) ସକାଳେ ତାଙ୍କ ଗ୍ରାମ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍ ଅନ୍ତର୍ଗତ ବାଲିପଡ଼ିଆରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ ସମ୍ପନ୍ନ ହେବ ।

ସ୍ୱର୍ଗତ ସାମଲଙ୍କ ମୃତ୍ୟୁରେ ଗଭୀର ଶୋକପ୍ରକାଶ କରି ମୁଖ୍ୟମନ୍ତ୍ରୀ ଦେଇଥିବା ବାର୍ତ୍ତାରେ କହିଛନ୍ତି ଯେ ଯୁବ ବୟସରେ ସ୍ୱାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ୱାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ୱାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

 

Previous Post

ଆଉ ନିର୍ବାଚନ ଲଢ଼ିବେନି ବୈଜୟନ୍ତ !

Next Post

ସମ୍ ସର୍ଜନଙ୍କ ସଫଳ ଚିକିତ୍ସା, ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

Next Post
ସମ୍ ସର୍ଜନଙ୍କ ସଫଳ ଚିକିତ୍ସା, ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

ସମ୍ ସର୍ଜନଙ୍କ ସଫଳ ଚିକିତ୍ସା, ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA