Saturday, June 27, 2026 06:18 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପାଟଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୫ ହଜାର ମହିଳା

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ

by Our Correspondent
28 Jan, 2024- 06:24 PM
in Latest News, News
1 min read
0
ପାଟଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୫ ହଜାର ମହିଳା

ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରୋତ୍ସାହନରେ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶାର ୫୫ଟି ସ୍ଥାନରେ ଏହି ମାରାଥନ ଆୟୋଜନ କରାଯାଇଥିଲା । ଭୁବନେଶ୍ୱରରେ ଚଳିତବର୍ଷ ସ୍ୱତନ୍ତ୍ର ଭାବେ ପ୍ରଥମ ଥର ଲାଗି ନିଆରା ଢଙ୍ଗରେ ‘ପାଟଥନ’ ଆୟୋଜନ କରାଯାଇଥିଲା । ସକାଳ ୭ ଟାରୁ ୮ ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟଥନରେ ମହିଳାମାନେ ଶାଢ଼ି ପିନ୍ଧି ଦୌଡ଼ିଥିଲେ ।

‘ମହିଳା ସଶକ୍ତିକରଣ’ ଓ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ଚଳିତବର୍ଷ ପାଟଥନର ଆୟୋଜନ କରାଯାଇଥିଲା । କିଟ୍‌, କିସ୍ ଓ କିମସର ୫୦୦୦ ମହିଳା କର୍ମଚାରୀ ଏହି ଦୌଡ଼ରେ ସାମିଲ ହୋଇଥିଲେ । ଶିଖରଚଣ୍ଡୀ ମନ୍ଦିର ଛକରୁ କିଟ୍ କ୍ରିକେଟ ଷ୍ଟାଡିୟମ ପର୍ଯ୍ୟନ୍ତ ମହିଳାମାନେ ଦୌଡ଼ିଥିଲେ । ଶ୍ରେଷ୍ଠ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପ୍ରତିଯୋଗୀଙ୍କୁ ଯଥାକ୍ରମେ ୨୦ ହଜାର, ୧୫ ହଜାର ଓ ୧୦ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । କେ- ୩ ବ୍ରେକ-ଫ୍ରି ଦ୍ୱାରା ପରିଚାଳିତ ଏହି କାର୍ଯ୍ୟକ୍ରମରେ ଦିନ ତମାମ ଅନ୍ୟାନ୍ୟ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

ପାଟଥନ କାର୍ଯ୍ୟକ୍ରମରେ କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଚେୟାରପର୍ସନ ଶ୍ରୀମୟୀ ମିଶ୍ର, ବିଏମସି ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ସ୍ଥାନୀୟ କର୍ପୋରେଟର ମିହିର କୁମାର ରାଉତ, ଅନ୍ତର୍ଜାତୀୟ ସାଇକେଲ ଚାଳିକା ମୀନତି ମହାପାତ୍ର, ଆଥଲେଟ ଶ୍ରାବଣୀ ନନ୍ଦ, ଅନୁରାଧା ବିଶ୍ୱାଳ, କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ, ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂ, କୁଳପତି ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କାଦମ୍ବିନୀ ସମ୍ପାଦିକା ଡ ଇତିରାଣୀ ସାମନ୍ତ, କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରପର୍ସନ ଡ ମୋନାଲିସା ବଳ ପ୍ରମୁଖ ଯୋଗ ଦେଇ ମାରାଥନରେ ଅଂଶଗ୍ରହଣ କରିଥିବା ମହିଳାମାନଙ୍କୁ ଉତ୍ସାହିତ କରିଥିଲେ ।

‘ସମସ୍ତଙ୍କ ପାଇଁ ଶିକ୍ଷା’ ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ପ୍ରୋତ୍ସାହନରେ ୨୦୧୬ ମସିହାରୁ ଏହା ଆୟୋଜିତ ହୋଇଆସୁଛି ।

Previous Post

Pandian visits Keonjhar District

Next Post

ଫେବ୍ରୁଆରୀ ୨୭ ରେ ରାଜ୍ୟସଭା ନିର୍ବାଚନ

Next Post
ଫେବ୍ରୁଆରୀ ୨୭ ରେ ରାଜ୍ୟସଭା ନିର୍ବାଚନ

ଫେବ୍ରୁଆରୀ ୨୭ ରେ ରାଜ୍ୟସଭା ନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA