Friday, June 26, 2026 09:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାତକଡ଼ି ହୋତାଙ୍କ ପରଲୋକ

ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ

by Our Correspondent
11 Feb, 2024- 11:12 PM
in Latest News, News
1 min read
0
ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ସମ୍ପାଦକ ସାତକୋଡ଼ି ହୋତା ଆଉ ନାହାନ୍ତି । ୯୫ ବର୍ଷ ବୟସରେ ଆଜି ସକାଳେ ତାଙ୍କର ପରଲୋକ ହୋଇଯାଇଛି । ସେ ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ। ସେହିପରି ଦୈନିକ ଖବରକାଗଜ ‘ସମୟ’ର ସେ ଥିଲେ ସମ୍ପାଦକ। ଭାରତୀୟ ରେଳସେବାରୁ ସେ ଅବସର ନେଇଥିଲେ।

ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଆଦି ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ସେ ଲେଖନୀ ଚାଳନା କରିଥିଲେ। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା।

୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନ ଜନକ ଶାରଳା ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ଓ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ ଭଳି ଅନେକ ସମ୍ମାନ ସେ ପାଇଥିଲେ।

ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ଜଣେ ପ୍ରତିଷ୍ଠିତ ତଥା ଖ୍ଯାତି ସମ୍ପନ୍ନ ସାହିତ୍ୟିକ ଭାବେ ସାତକୋଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ଯ ରଚନା ମାଧ୍ୟମ ଓଡିଆ ସାହିତ୍ଯ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି । ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ୟ ତାଙ୍କର ସୁନାମ ରହିଥିଲା । ତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ସ୍ଵର୍ଗତ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Previous Post

‘ଓଡ଼ିଶା ରାଜନୀତି’ ଡାଇରେକ୍ଟୋରି ଉନ୍ମୋଚିତ

Next Post

Pandian plays cricket during his visit to Sambalpur

Next Post
Pandian plays cricket during his visit to Sambalpur

Pandian plays cricket during his visit to Sambalpur

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA