Friday, May 1, 2026 07:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସ୍କୁଲ ପାଚିକାଙ୍କ ଦରମା ୨ ହଜାର ହେଲା

କୃଷକ ସାଥୀଙ୍କ Contigent Expenditure ୬ ହଜାର ବଢ଼ିଲା

by Our Correspondent
17 Feb, 2024- 08:15 PM
in Latest News, News
1 min read
0
ସ୍କୁଲ ପାଚିକାଙ୍କ ଦରମା ୨ ହଜାର ହେଲା

ଭୁୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ପାଚିକା ତଥା ସହାୟିକା ଭାବେ କାମ କରୁଥିବା କର୍ମଚାରୀଙ୍କ ପାରିଶ୍ରମିକ ରାଶି ୬୦୦ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।

ପାଚିକା ତଥା ସହାୟିକାଙ୍କ ପାରିଶ୍ରମିକ ୧୪୦୦ ଟଙ୍କାରୁ ୨୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ରାଜ୍ୟ ସରକାର ବର୍ଷକୁ ଏଥିପାଇଁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ଖାଲି ସେତିକି ନୁହେଁ, କାର୍ଯ୍ୟକାଳ ମଧ୍ୟରେ କାହାର ମୃତ୍ୟୁ ହେଲେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଏଥିରେ ଉପକୃତ ହେବେ ।

କୃଷକ ସାଥୀଙ୍କ Contigent Expenditure ୬ ହଜାର ବଢ଼ିଲା

ରାଜ୍ୟର କୃଷକ ସାଥୀମାନଙ୍କ ଆବଶ୍ୟକ ଖର୍ଚ୍ଚ(Contigent Expenditure) ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଏହି ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ରାଜ୍ୟର ୧୩,୬୦୦ କୃଷକ ସାଥୀ ଉପକୃତ ହେବେ । ଏହି ବର୍ଦ୍ଧିତ ପରିମାଣ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।

Previous Post

ଚୌଦ୍ୱାରରେ ୩ ହଜାର କୋଟିର ଟେକ୍ସଟାଇଲ୍ କମ୍ପ୍ଲେକ୍ସ

Next Post

୧୫ ଜିଲ୍ଲାରେ ୭୩ ‘ଆମ ହସ୍ପିଟାଲ’ ଲୋକାର୍ପିତ

Next Post
୧୫ ଜିଲ୍ଲାରେ ୭୩ ‘ଆମ ହସ୍ପିଟାଲ’ ଲୋକାର୍ପିତ

୧୫ ଜିଲ୍ଲାରେ ୭୩ ‘ଆମ ହସ୍ପିଟାଲ’ ଲୋକାର୍ପିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA