Saturday, June 27, 2026 11:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ଭୁବନେଶ୍ୱର ଏୟାରଲିଫ୍ଟ ହେବେ

by Our Correspondent
15 Mar, 2024- 12:41 PM
in Latest News, News
1 min read
0
ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଏକ ସଡକ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି । ଗତକାଲି ରାତିରେ ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ସେ ଦୁର୍ଘଟଣାର ଶିକାର ହୋଇଛନ୍ତି । ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ତାଙ୍କ କାର୍ ମୁହାମୁହିଁ ଧକ୍କା ହେବାରୁ ପଛସିଟ୍ ରେ ବସିଥିବା ଶ୍ରୀ ଆଚାର୍ଯ୍ୟଙ୍କର ମୁଣ୍ଡ, ମୁହଁ ଓ ନାକରେ ଗଭୀର ଆଘାତ ଲାଗିଛି । ତାଙ୍କର ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି ।

ଗୁରୁତର ଆହତ ଶ୍ରୀ ଆଚାର୍ଯ୍ୟଙ୍କୁ ଏକ ଆମ୍ବୁଲାନସ୍ ଯୋଗେ ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସମ୍ବଲପୁରର ବିକାଶ ହସ୍ପିଟାଲ୍ କୁ ଅଣାଯାଇଥିଲା । ସେଠାରେ ତାଙ୍କୁ ଆଇସିୟୁରେ ଚିକିତ୍ସା କରାଯାଉଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ୍ ଅଧୀକ୍ଷକ ଡାକ୍ତର ଶୀର୍ଷକ ଘୋଷ କହିଛନ୍ତି ।

ଶ୍ରୀ ଆଚାର୍ଯ୍ୟଙ୍କ ମୁଣ୍ଡ ଓ ବାମ ଆଖିରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାରୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଆଣିବାକୁ ବ୍ୟବସ୍ଥା କରାଯାଉଛି । ଖୁବ୍ ଶୀଘ୍ର ଏୟାର୍ ଆମ୍ବୁଲାନସ୍ ଯୋଗେ ତାଙ୍କୁ ଭୁବନେଶ୍ୱରକୁ ଅଣାଯିବ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ଉତ୍ତରାଞ୍ଚଳଞ୍ଚଳ ଆରଡିସି ଶ୍ରୀକାନ୍ତ ପୃଷ୍ଟି ଏବଂ ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ୍ କହିଛନ୍ତି ।

ଗତକାଲି ନବୀନ ନିବାସରେ ଅନୁଷ୍ଠିତ ବିଜେଡି ବୈଠକରେ ଯୋଗଦେଇଥିଲେ ପ୍ରସନ୍ନ ଆଚାର୍ଯ୍ୟ । ବୈଠକ ସରିଲା ପରେ ରାତିରେ ସେ ବରଗଡ଼ ଅଭିମୁଖେ ଯାତ୍ରା କରିଥିଲେ । ତାଙ୍କ ପରିବାର ଭୁବନେଶ୍ୱରର ଶୈଳଶ୍ରୀବିହାରରେ ରହୁଛନ୍ତି । ଦୁର୍ଘଟଣା ଖବର ପାଇଲା ପରେ ସମ୍ବଲପୁର ବିକାଶ ହସ୍ପିଟାଲ୍ ରେ ଶୁଭେଚ୍ଛୁମାନଙ୍କର ପ୍ରବଳ ଭିଡ଼ ହୋଇଛି । ସବୁଆଡୁ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।

Previous Post

ମେଣ୍ଟ ଚର୍ଚ୍ଚା କଲାନି ବିଜେଡି

Next Post

୨୪ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

Next Post
୨୪ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

୨୪ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA