Saturday, June 27, 2026 05:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ

ଜୁନ୍ ୪ ରେ ରେଜଲ୍ଟ

by Our Correspondent
16 Mar, 2024- 04:51 PM
in Latest News, News
1 min read
0
ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନର ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୭ଟି ପର୍ଯ୍ୟାୟରେ ଲୋକସଭା ଏବଂ ୪ ଟି ପର୍ଯ୍ୟାୟରେ ଓଡ଼ିଶାର ଲୋକସଭା ଏବଂ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଜୁନ୍ ୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏପ୍ରିଲ୍ ୧୯, ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ମେ ୭, ଚତୁର୍ଥ ପର୍ଯ୍ୟାୟ ମେ ୧୩, ପଞ୍ଚମ ପର୍ଯ୍ୟାୟ ମେ ୨୦, ଷଷ୍ଠ ପର୍ଯ୍ୟାୟ ମେ ୨୫ ଏବଂ ସପ୍ତମ ପର୍ଯ୍ୟାୟ ନିର୍ବାଚନ ଜୁନ୍ ୧ ରେ ଅନୁଷ୍ଠିତ ହେବ ।

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ମେ ୧୩, ଦ୍ୱିତୀୟ ପର୍ଯ୍ୟାୟ ମେ ୨୦, ତୃତୀୟ ପର୍ଯ୍ୟାୟ ମେ ୨୫ ଏବଂ ଚତୁର୍ଥ ପର୍ଯ୍ୟାୟ ଭୋଟ ଜୁନ୍ ୧ ରେ ଅନୁଷ୍ଠିତ ହେବ । ୨୧ଟି ସଂସଦୀୟ କ୍ଷେତ୍ର ଏବଂ ତତସଂଲଗ୍ନ ବିଧାନସଭା କ୍ଷେତ୍ରରେ ଭୋଟ ହେବ ।

ପ୍ରଥମ ପର୍ଯ୍ୟାୟ(ମେ ୧୩): କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବ୍ରହ୍ମପୁର
ଦ୍ୱିତୀୟ ପର୍ଯ୍ୟାୟ(ମେ ୨୦): ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସ୍କା
ତୃତୀୟ ପର୍ଯ୍ୟାୟ(ମେ ୨୫): ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର
ଚତୁର୍ଥ ପର୍ଯ୍ୟାୟ(ଜୁନ୍ ୧): ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର

ମୁୁଖ୍ୟ ନିର୍ବାଚନ କମିସନରଙ୍କ ସୂଚନା ଅନୁଯାୟୀ, ଚଳିତ ଥର ୯୬.୮ କୋଟି ଭୋଟର ୧୦.୫ ଲକ୍ଷ ଭୋଟ କେନ୍ଦ୍ରରେ ଭୋଟ ଦେବେ । ପ୍ରଥମ ଥର ଭୋଟ ଦେବେ ୧.୮ କୋଟି ଯୁବ ଭୋଟର । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ହିଂସାମୁକ୍ତ କରିବାକୁ ସେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ।

Previous Post

ବିଜେଡି ଛାଡ଼ି ବିଜେପି ଗଲେ ଅରିନ୍ଦମ

Next Post

ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

Next Post
ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA