Friday, June 26, 2026 08:10 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେଡ଼ିରେ ଭଦ୍ରକ ପୌରପାଳିକା ପୌରାଧ୍ୟକ୍ଷା ଗୁଲମକ୍କି

by Our Correspondent
09 Apr, 2024- 09:59 PM
in Latest News, News, Politics
1 min read
0
ବିଜେଡ଼ିରେ ଭଦ୍ରକ ପୌରପାଳିକା ପୌରାଧ୍ୟକ୍ଷା ଗୁଲମକ୍କି

ଭୁବନେଶ୍ୱର: ଭଦ୍ରକ ପୌରପାଳିକାର ପୌରଧ୍ୟକ୍ଷା ଗୁଲମକ୍କି ହବିବଙ୍କସମେତ ଶତାଧିକ କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ଡକ୍ଟରସସ୍ମିତ ପାତ୍ର, ଭଦ୍ରକ ଲୋକସଭା ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଗୁଲମକ୍କି ଦଲୱାଜି ହବିବ । ଦଲୱାଜିଙ୍କ ସହ ଶତାଧିକ କର୍ମୀଙ୍କୁ ଶ୍ରୀ ଦାସବର୍ମା, ଶ୍ରୀ ସାମଲ, ଶ୍ରୀ ସାମନ୍ତରାୟ, ଡକ୍ଟର ପାତ୍ର, ଶ୍ରୀମତୀ ମଣ୍ଡଳ ଓ ଶ୍ରୀ ମଲ୍ଲିକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।

ଏହି ଅବସରରେ ଗୁଲମକ୍କି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରିନାହୁଁ । ନବୀନ ପଟ୍ଟନାୟକ ଓ ବିଜୁବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛୁ । ନବୀନ ବାବୁଙ୍କ ହାତମୁଠା ଟାଣ କରିବୁ । ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବୁ । ଭଦ୍ରକ ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବୁ । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେତାକୁ ସୂଚାରୁରୂପେ ତୁଲାଇବୁ ।ଦଳରେ ମୋତେ ଏବଂ ମୋ ସହଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ କାଉନସିଲର ରେଶ୍ମା ପରବିନ୍, ପୂର୍ବତନ କାଉନସିଲର ଶେଖ୍ଜାହିଦ ହବିବ, ଆୟୁବ ଖାନ, ଶେଖ୍ସ ମାନଉଲ୍ହକ୍, ଶେଖ୍ଖାଲିକ୍, ନସିରୁଦ୍ଦିନ ଖାନ, ଗୌରାଙ୍ଗ ବେହେରା, ମିର୍ ଅର୍ଶଦ କାଦି୍ର, ଶେଖ ନସିରୁଦ୍ଦିନ୍, ଶେଖ୍ ଅନିଶଉଦ୍ଦିନ, ଶେଖ୍ ନୁର୍ ଏ ମୋଜସନ, ଶେଖ୍ଗୋଲାମ ଗୋସ୍, ଶେଖର ଖାନ, ଶେଖ ସିରାଜଉଦ୍ଦିନ, ସରିଫ ଖାନ, ମିର୍ଜା ସାହିଦ ବେଗ, ଶେଖ କମଲଉଦ୍ଦିନ, ଶେଖ ଅବଦୁଲ୍ଲସାହିଦ, ଶେଖ ଅବଦୁଲ୍ଲ ରଜାକ, ଶେଖ୍ଇକ୍ରାମ, ଶେଖ ସହବାଜ କାଦି୍ର, ଶେଖ ଅମିରୁପ୍ଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାସଭାପତି ଜଗନ୍ନାଥ ସ୍ୱାଇଁ ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

Previous Post

ଧର୍ମେନ୍ଦ୍ରଙ୍କ ଆରୋପ, ବବିଙ୍କ ପ୍ରତ୍ୟାରୋପ

Next Post

ବିଜେଡି ନିର୍ବାଚନ ଇସ୍ତାହାର କମିଟି ଗଠିତ

Next Post
ବିଜେଡି ନିର୍ବାଚନ ଇସ୍ତାହାର କମିଟି ଗଠିତ

ବିଜେଡି ନିର୍ବାଚନ ଇସ୍ତାହାର କମିଟି ଗଠିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA