Saturday, July 11, 2026 04:59 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଲଗାତର ୧୭ବର୍ଷ ଧରି କିସ୍‍ର ଶତ ପ୍ରତିଶତ ସଫଳତା

ମାଟ୍ରିକ୍‍ ପରୀକ୍ଷା ଫଳ

by Our Correspondent
27 May, 2024- 11:46 AM
in News
1 min read
0
ଲଗାତର ୧୭ବର୍ଷ ଧରି କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। କିସ୍ ଆରମ୍ଭରୁ ଲଗାତର ୧୭ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି। ଚଳିତ ବର୍ଷ ସ୍କୁଲ୍‍ର ମୋଟ ୨୦୦୮ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୦ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବାକି ଛାତ୍ରଛାତ୍ରୀ ୫୦ ପ୍ରତିଶତରୁ ଅଧିକ ନମ୍ବର ରଖି ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କିସ୍‍ ଛାତ୍ର ସାଗୁନ ଟୁଡ଼ୁ ସର୍ବାଧିକ ୫୪୦ ନମ୍ବର ରଖି ସ୍କୁଲ୍‍ ଟପ୍‍ପର ହୋଇଛନ୍ତି। କିସ୍‌ର ସଉରା, ବଣ୍ଡା, ଜୁଆଙ୍ଗ, ଖଡ଼ିଆ, ଲୋଧା, ପାଉଡ଼ି ଭୂୟାଁ ଆଦି ଅତି ଦୁର୍ବଳ ଜନଜାତିବର୍ଗର ୫୦ଜଣ ଛାତ୍ରଛାତ୍ରୀ ମଧ୍ୟ ଏଥର ଭଲ ପ୍ରଦର୍ଶନ କରିଛନ୍ତି। ଖୁସିର କଥା ଚଳିତବର୍ଷ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ରାଜ୍ୟରୁ ଆସି କିସ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଭଲ ନମ୍ବର ରଖି ସଫଳତା ହାସଲ କରିଛନ୍ତି।

କିସ୍‍ ଫଳାଫଳ ନେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ମାଟ୍ରିକ୍‍ ପରୀକ୍ଷାରେ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ସାମନ୍ତ କହିଛନ୍ତି, କିସ୍‍ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଓ ସମୟକୁ ସମୟ ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଏବଂ ଛାତ୍ରଛାତ୍ରୀମାନଙ୍କ ଅକ୍ଲାନ୍ତ ପରିଶ୍ରମ କିସ୍‍କୁ ଏହି ସଫଳତା ଆଣିଦେଇଛି । ଏଥିପାଇଁ ଶ୍ରୀ ସାମନ୍ତ କିସ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Previous Post

ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

Next Post

ବୈଜୟନ୍ତଙ୍କ ପୋଲ୍ ଖୋଲିଲେ ନବୀନ-ପାଣ୍ଡିଆନ୍

Next Post
ବୈଜୟନ୍ତଙ୍କ ପୋଲ୍ ଖୋଲିଲେ ନବୀନ-ପାଣ୍ଡିଆନ୍

ବୈଜୟନ୍ତଙ୍କ ପୋଲ୍ ଖୋଲିଲେ ନବୀନ-ପାଣ୍ଡିଆନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA