Sunday, June 28, 2026 10:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

by Our Correspondent
27 Jun, 2024- 11:22 PM
in Latest News, News
1 min read
0
ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥ ଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି। ଶପଥ ଗ୍ରହଣ ଉତ୍ସବ କୁ ପ୍ରଧାନମନ୍ତ୍ରୀ ନିଜେ ଆସି ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ପ୍ରକାଶ କରିଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ, ସଡ଼କ ପରିବହନ ମନ୍ତ୍ରୀ  ନୀତିନ ଗଡକରୀ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି।

ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଅ ଯାଇଥିଲା। ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ରଥ ଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲେ।

Previous Post

ଆଇପିଏସ୍ ଆଶିଷ ସିଂହ କେଉଁଠି?

Next Post

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଲେ ମାହାଙ୍ଗା ବିଧାୟକ

Next Post
ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଲେ ମାହାଙ୍ଗା ବିଧାୟକ

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଲେ ମାହାଙ୍ଗା ବିଧାୟକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA