Saturday, July 11, 2026 02:57 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ମୋ ବସ୍’ ରେ ବୁଲିଲେ ନଗର ଉନ୍ନୟନ ମନ୍ତ୍ରୀ

by Our Correspondent
03 Jul, 2024- 06:50 PM
in Latest News, News
1 min read
0
‘ମୋ ବସ୍’ ରେ ବୁଲିଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡ଼ା କୃଷ୍ଣ ଚନ୍ଦ୍ର ମହାପାତ୍ର ମୋ ବସ୍‌ରେ ଯାତ୍ରା କରିଛନ୍ତି । ମୋ ବସ୍‌ରେ ଯାତ୍ରା ସମୟରେ ସାଧାରଣ ଯାତ୍ରୀଙ୍କ ପରି ନିଜ ପାଇଁ ମୋ ବସ୍‌ରେ ଟିକେଟ୍ କାଟିଛନ୍ତି ଓ ସାଧାରଣ ଜନତାଙ୍କଠୁ ମୋ ବସ୍ ବିଷୟରେ ପ୍ରତିକ୍ରିୟା ନେଇଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ମୋ ବସ୍’ ସେବା ନାଗରିକଙ୍କୁ ସୁବିଧାଜନକ, ସ୍ଥାୟୀ ଓ ନିରାପଦ ଯାତାୟତ ବିକଳ୍ପ ଯୋଗାଉଛି । ବସ୍‌ରେ ନିୟମିତ ଯାତ୍ରୀମାନଙ୍କ ସହିତ ବିସ୍ତୃତ ଆଲୋଚନା ହେବ । ନାଗରିକଙ୍କ ଆବଶ୍ୟକତାକୁ ଆଧାର କରି ବସ୍ ସଂଖ୍ୟା ବୃଦ୍ଧି କରାଯିବ । ଆମେ ବିଭିନ୍ନ ସମୟରେ ପରିସ୍ଥିତିକୁ ଅନୁଧ୍ୟାନ କରୁଛୁ । ଆବଶ୍ୟକ ସ୍ଥଳେ ଅଧିକ ବସ୍ ସେବା ଯୋଗାଇ ଦିଆଯିବ ।

ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଇ. ବସ୍ ସେବା ଅନ୍ତର୍ଗତ ଯୋଜନାରେ କ୍ରୁଟ୍‌କୁ ୪୦୦ ଇ. ବସ୍ ଅଣାଯିବ । ବିଗତ ୬ ବର୍ଷ ମଧ୍ୟରେ କ୍ରୁଟ୍ ମୋ ବସ୍ ସେବା ଯୋଗାଇବାରେ ଶ୍ରେଷ୍ଠ ପ୍ରଦର୍ଶନ କରିଆସୁଛି । ଚଳାଚଳ କରୁଥିବା ସମୁଦାୟ ବସ୍‌ରୁ ୬୩ଟି ଇ. ବସ୍ ଚଳାଚଳ କରୁଛି । ଆସନ୍ତା ଦିନରେ ଯୋଜନା ରହିଛି ଯେ କଟକ, ଭୁବନେଶ୍ୱର ଏବଂ ରାଉରକେଲା ସହର ପାଇଁ ୧୦୦ ଲେଖାଏଁ ଏବଂ ସମ୍ବଲପୁର, ବ୍ରହ୍ମପୁର ସହର ପାଇଁ ୫୦ଟି ଇ. ବସ୍ ଯୋଗ କରାଯିବ ।

ମାଷ୍ଟରକ୍ୟାଣ୍ଟିନ୍‌ରୁ ମୋ ବସ୍‌ରେ ଯାତ୍ରା କରି ମନ୍ତ୍ରୀ ପହଞ୍ଚିଥିଲେ ଗାଡ଼କଣ ଡ଼ିପୋ । ଏହାପରେ କ୍ୟାପିଟାଲ ରିଜିୟନ ଅର୍ବାନ ଟ୍ରାନ୍ସପୋର୍ଟ ପରିଚାଳନା ନିର୍ଦ୍ଦେଶକ ତଥା ଭାରତୀୟ ପୁଲିସ୍ ସେବା ଅଧିକାରୀ ଅରୁଣ ବୋଥ୍ରାଙ୍କ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଗାଡ଼କଣ ଇ. ବସ୍ ଡ଼ିପୋ ପରିଦର୍ଶନ କରି ବିଭିନ୍ନ ସ୍ଥିତି ବିଷୟରେ ପଚାରି ବୁଝିବା ସହିତ କ୍ରୁଟ୍ ପରିଚାଳନା ଟିମ୍ ସହିତ ଏକ ସମୀକ୍ଷା ବୈଠକ ବସିଥିଲା । ଯେଉଁଥିରେ ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା ଏବଂ ବ୍ୟସ୍ତ ରହୁଥିବା ରୁଟ୍ ଗୁଡ଼ିକରେ ଅଧିକ ବସ୍ ଚଳାଚଳ ନେଇ ଗୁରୁତ୍ୱାରୋପ ଦେବାକୁ କହିଛନ୍ତି ।

ବର୍ତ୍ତମାନ କ୍ରୁଟ୍ ପକ୍ଷରୁ କଟକ, ଭୁବନେଶ୍ୱର, ପୁରୀ, ବ୍ରହ୍ମପୁର, ସମ୍ବଲପୁର ଏବଂ ରାଉରକେଲା ଭଳି ପ୍ରମୁଖ ୬ଟି ସହରରେ ସମ୍ପୂର୍ଣ୍ଣ ୯୫ଟି ରୁଟ୍‌ରେ ମୋ ବସ୍ ଚଳାଚଳ କରୁଛି । ଦୈନିକ ସାଧାରଣ ଜନତାଙ୍କ ମଧ୍ୟରୁ ୨.୫ ଲକ୍ଷ ଯାତ୍ରୀ ଏହି ମୋ ବସ୍ ସେବା ଉପରେ ନିର୍ଭରଶୀଳ ।

Previous Post

ଦରଦାମ ବୃଦ୍ଧି ବିରୋଧରେ ଅଣ୍ଟା ଭିଡ଼ିଲା ବିଜେଡି

Next Post

ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ

Next Post
ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ

ଓଡ଼ିଆରେ ହେବ ସରକାରୀ କାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA