Wednesday, June 24, 2026 03:53 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଚ୍ୟୁତ ସାମନ୍ତଙ୍କୁ ମହାତ୍ମା ସମ୍ମାନ ୨୦୨୪

by Our Correspondent
01 Oct, 2024- 07:03 PM
in Latest News, News
1 min read
0
ଅଚ୍ୟୁତ ସାମନ୍ତଙ୍କୁ ମହାତ୍ମା ସମ୍ମାନ ୨୦୨୪

ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ମହାତ୍ମା ପୁରସ୍କାର ପ୍ରଦାନ କରାଯାଇଛି । ମଙ୍ଗଳବାର ନୂଆଦିଲ୍ଲୀଠାରେ ବିର୍ଲା ଗ୍ରୁପ୍‍ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ମହାତ୍ମା ପୁରସ୍କାର ପ୍ରଦାନ କରାଯାଇଛି ।

ପ୍ରତିବର୍ଷ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍ ପକ୍ଷରୁ ପ୍ରଦାନ କରାଯାଇଥାଏ ମହାତ୍ମା ପୁରସ୍କାର । ଏହି ଅବସରରେ ଗାନ୍ଧୀ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଭାରତର ବିଶିଷ୍ଟ ସିଏସଆର୍ ମ୍ୟାନ କୁହାଯାଉଥିବା ଅମିତ ସଚଦେବାଙ୍କ ଉଦ୍ୟମରେ ଏହି ମହାତ୍ମା ସମ୍ମାନ ଆରମ୍ଭ କରାଯାଇଥିଲା । ସମାଜର ବିକାଶମୂଳକ କାର୍ଯ୍ୟ କରୁଥିବା ବିଶିଷ୍ଟ ବ୍ୟକ୍ତିଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । ୨୦୧୬ରୁ ଦିଆଯାଇ ଆସୁଥିବା ଏହି ସମ୍ମାନ ରତନ ଟାଟା, ଅଜିମ ପ୍ରେମଜୀ, ବିନ୍ଦେଶ୍ୱର ପାଠକ, ସବାନା ଆଜମୀଙ୍କ ଭଳି ବହୁ ବିଶିଷ୍ଟ ବ୍ୟକ୍ତି ଓ ଅନୁଷ୍ଠାନକୁ ପ୍ରଦାନ କରାଯାଇଛି ।

ଏହି ସମ୍ମାନ ପ୍ରଦାନ ପାଇଁ ଏକ ଚୟନ କମିଟି ରହିଛି । ଜଣେ ବ୍ୟକ୍ତିଙ୍କ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତର୍ଜମା କରିବା ପରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । ଦୀର୍ଘ ୩୩ ବର୍ଷ ଧରି ଅଚ୍ୟୁତ ସାମନ୍ତ ଶିକ୍ଷା ଓ ସମାଜସେବାରେ ନିଜକୁ ନିୟୋଜିତ କରିଆସିଛନ୍ତି । ଜନଜାତି ଓ ସମାଜର ଅବହେଳିତ ବର୍ଗଙ୍କ ବିକାଶ ତଥା ସମାଜରେ ଅସମାନତା ଦୂର ନେଇ ମହାତ୍ମା ଗାନ୍ଧୀଙ୍କ ଯେଉଁ କାର୍ଯ୍ୟଧାରା ଥିଲା କିସ୍ ଜରିଆରେ ଶ୍ରୀ ସାମନ୍ତ ସେହି କାର୍ଯ୍ୟକୁ ଗତ ତିନି ଦଶନ୍ଧୀ ଧରି ତ୍ୱରାନ୍ୱିତ କରିଆସୁଛନ୍ତି । ତାଙ୍କର ଏହି ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟ ପାଇଁ ତାଙ୍କୁ ଆଜି ମହାତ୍ମା ସମ୍ମାନ ପ୍ରଦାନ କରାଯାଇଛି ।

ଆଜି ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ ଓ ଲେଖକ ସୁଧା ମୂର୍ତ୍ତିି, ଓଡ଼ିଶୀ ଓ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ଓ ଗୁରୁ ସୋନାଲ ମାନସିଂହଙ୍କ ଭଳି ବିଶିଷ୍ଟ ବ୍ୟକ୍ତି ଓ ଅନୁଷ୍ଠାନଙ୍କୁ ଏହି ସମ୍ମାନ ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ରାଜଶ୍ରୀ ବିର୍ଲା ଓ ପୁଡୁଚେରୀର ପ୍ରାକ୍ତନ ଲ୍ୟୁଟନାଣ୍ଟ ଗଭର୍ଣ୍ଣର କିରଣ ବେଦୀ ପ୍ରମୁଖ ଉପସ୍ଥିତ ଥିଲେ ।

ନିଜ ପ୍ରତିକ୍ରିୟାରେ ଶ୍ରୀ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ସିଏସଆର୍ ଗୁଡ଼ ବୁକ୍ ସମ୍ପାଦକ ତଥା ମହାତ୍ମା ଆୱାର୍ଡ ନିର୍ଦ୍ଦେଶକ ମୁଗଧା ଆରୋରା ଏବଂ ଆୟୋଜକ କମିଟିକୁ କୃତଜ୍ଞତା ଜଣାଇଛନ୍ତି । ଏହି ସମ୍ମାନକୁ ଶ୍ରୀ ସାମନ୍ତ କିଟ୍ ଓ କିସ୍ ପରିବାରକୁ ଉତ୍ସର୍ଗ କରିଛନ୍ତି ।

Previous Post

ଏସଏସଇପିଡି ବିଭାଗ ପକ୍ଷରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

Next Post

ଏ ସରକାର ଉପରେ ଲୋକଙ୍କର ଭରସା ନାହିଁ: ନବୀନ

Next Post
ଏ ସରକାର ଉପରେ ଲୋକଙ୍କର ଭରସା ନାହିଁ: ନବୀନ

ଏ ସରକାର ଉପରେ ଲୋକଙ୍କର ଭରସା ନାହିଁ: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA