Thursday, June 25, 2026 09:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଲିଠୁଁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ

ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ନବୀନ

by Our Correspondent
08 Oct, 2024- 10:15 PM
in Latest News, News
1 min read
0
କାଲିଠୁଁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ବିଜୁଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆସନ୍ତାକାଲି ପୁଣ୍ୟାତ୍ମା ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ତିଥିରେ ଶୁଭାରମ୍ଭ ହେବ । ଏହାକୁ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନ ଠାରେ ଶୁଭାରମ୍ଭ କରିବେ । ଏହା ସହିତ ଜିଲ୍ଲା ସଦର ମହକୁମାରେ ଜିଲ୍ଲାର ସମସ୍ତ ନେତୃବୃନ୍ଦ ଭର୍ଚୁଆଲ ମାଧ୍ୟମରେ ଶଙ୍ଖଭବନ କାର୍ଯ୍ୟକ୍ରମ ସହିତ ଯୋଡି ହେବେ । ଆଜି ବିଜେଡି ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, ସଭ୍ୟସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ଓ କାର୍ଯ୍ୟକ୍ରମ ରୂପାନ୍ତରଣ କମିଟିର ଆବାହକ ସଞ୍ଜୟ ଦାସବର୍ମା ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ ।

ସମନ୍ୱୟ କମିଟିର ଅଧ୍ୟକ୍ଷଶ୍ରୀ  ମିଶ୍ର କହିଥିଲେ, ବିଜେଡି ଏକ ଆଞ୍ଚଳିକ ଦଳ ହୋଇଥିବା ବେଳେ ଜନ ସମ୍ପର୍କକୁ ସବୁବେଳେ ଗୁତୁତ୍ୱ ଦେଇ ଆସିଛି । ସଭ୍ୟସଂଗ୍ରହ ଅଭିଯାନ ଦଳର ଏକ ନିୟମିତ କାର୍ଯ୍ୟକ୍ରମ । ବିଜେଡିର ସମୁଦାୟ ସଭ୍ୟ ସଂଖ୍ୟା ଏକ କୋଟିରୁ ଉଦ୍ଧ୍ୱ ର୍ରହିଛି ଓ ସକ୍ରିୟ ସଭ୍ୟସଂଖ୍ୟା ପ୍ରାୟ ଚାରିଲକ୍ଷ ରହିଛି ।

ସଭ୍ୟସଂଗ୍ରହ ଅଭିଯାନ କମିଟିର ଆବାହକଶ୍ରୀ ନାୟକ କହିଥିଲେ, ଏହି ସଭ୍ୟ ସଂଗ୍ରହ ଅଭିଯାନରେ ସମସ୍ତବର୍ଗର ଲୋକମାନଙ୍କୁ ଯୋଡା ଯିବା ସହ ବିଶେଷ କରି ଛାତ୍ର ଓ ଯୁବବର୍ଗ ଉପରେ ଫୋକସ ରହିବ । ଆସନ୍ତାକାଲି ଶଙ୍ଖଭବନ କାର୍ଯ୍ୟକ୍ରମ ସହିତସମସ୍ତ ଜିଲ୍ଲାସଦର ମହକୁମା ଯୋଡି ହେବାର କାର୍ଯ୍ୟକ୍ରମ ରହିଛି । ପରବର୍ତ୍ତୀ ଦିନ ମାନଙ୍କରେ ଅନ୍ୟ ବିଧାନସଭାକ୍ଷେତ୍ର ଗୁଡିକରେସଭ୍ୟସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମକରାଯିବ ।

କାର୍ଯ୍ୟକ୍ରମ ରୂପାନ୍ତରଣ କମିଟିର ଆବାହକ ଶ୍ରୀଦାସବର୍ମା କହିଥିଲେ, ନିକଟରେ ଆରମ୍ଭ ହୋଇଥିବା ଜନ ସମ୍ପର୍କ ପଦଯାତ୍ରାରେ ଜନ ସାଧାରଣଙ୍କ ବିପୁଳ ସମର୍ଥନ ମିଳିଛି । ସେଥିପାଇଁ ଓଡିଶାବାସୀଙ୍କ ନିକଟରେ ଆମେ କୃତଜ୍ଞତା ଜ୍ଞାପନ କରୁଛୁ । ଓଡ଼ିଶାବାସୀ ବିଜୁ ଜନତା ଦଳକୁ ବିରୋଧୀ ଦଳର ଦାୟିତ୍ୱ ପ୍ରଦାନ କରିଛନ୍ତି । ଗଣତନ୍ତ୍ରରେ ରକାରୀ ଦଳର ଯେତିକି ଆବଶ୍ୟକତା ଅଛି, ବିରୋଧୀ ଦଳର ମଧ୍ୟ ସେତିକି ଆବଶ୍ୟକତା ଅଛି । ତେଣୁ ଗୋଟିଏ ଦାୟିତ୍ୱ ସମ୍ପନ୍ନ ବିରୋଧୀ ଦଳ ଭାବେ ଆମେ ଜନ ସାଧାରଣଙ୍କ ଆବଶ୍ୟକତାକୁ ପୁରା କରିବୁ ଏବଂ ଓଡ଼ିଶାର ସ୍ୱାର୍ଥ ପାଇଁ ଲଢେଇ ଜାରି ରଖିବୁ ବୋଲି କହିଥିଲେ ।

Previous Post

ରାଜ୍ୟର ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ ରୁ ୨୦ ଲକ୍ଷକୁ ବୃଦ୍ଧି

Next Post

କର୍ମୀଙ୍କ ମନରେ ଜୋସ୍ ଭରିଲେ ନବୀନ

Next Post
କର୍ମୀଙ୍କ ମନରେ ଜୋସ୍ ଭରିଲେ ନବୀନ

କର୍ମୀଙ୍କ ମନରେ ଜୋସ୍ ଭରିଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA