Wednesday, July 1, 2026 10:51 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବ୍ରହ୍ମପୁର ସମ୍ ହସ୍ପିଟାଲରେ କେମୋଥେରାପି ଚିକିତ୍ସା

ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା

by Our Correspondent
17 Oct, 2024- 07:33 PM
in Health, Latest News, News
1 min read
0
ବ୍ରହ୍ମପୁର ସମ୍ ହସ୍ପିଟାଲରେ କେମୋଥେରାପି ଚିକିତ୍ସା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ ରୋଗୀମାନଙ୍କ ନିମନ୍ତେ କେମୋଥେରାପି ଚିକିତ୍ସା ପ୍ରଦାନ ଆରମ୍ଭ କରାଯାଇଛି ।

ଏହି ପ୍ରୟାସ ଆରମ୍ଭ ହେବା ଦ୍ୱାରା ସଂପୃକ୍ତ ଅଂଚଳର ରୋଗୀମାନଙ୍କୁ ଦୂରସ୍ଥାନକୁ ଯିବାକୁ ପଡ଼ିବ ନାହିଁ । ସେମାନଙ୍କ ପରିବାରର ଆର୍ଥକ ବୋଝ ହ୍ରାସ ପାଇବା ସହ ସେମାନେ ନିଜ ଅଂଚଳରେ ହିଁ ଅତ୍ୟାଧୁନିକ କର୍କଟ ଚିକିତ୍ସା ପାଇପାରିବେ । ଏଠାରେ କେମୋଥେରାପି ଚିକିତ୍ସା ମିଳିବା ଦ୍ୱାରା ରୋଗୀମାନଙ୍କର ଯେ କେବଳ ସମୟ ଏବଂ ଟଙ୍କା ସଂରକ୍ଷିତ ହୋଇପାରିବ ତାହା ନୁହେଁ ବରଂ ଉପଯୁକ୍ତ ସମୟରେ ସେମାନେ ପ୍ରଭାବପୂର୍ଣ୍ଣ କର୍କଟ ଚିକିତ୍ସା ପାଇପାରିବେ ।

ଶୀତଳାପଲ୍ଲୀ ସ୍ଥିତ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ ପ୍ରତ୍ୟେକ ଶନିବାର ଓ ରବିବାର ଦିନ ମାଗଣା କର୍କଟ ଚିକିତ୍ସାର ପରାମର୍ଶ ଦିଆଯାଉଛି । ଅଙ୍କୋଲୋଜି ମେଡିସିନ ବିଭାଗର ପରାମର୍ଶ ଶନିବାର ଆୟୋଜନ କରାଯାଉଥିବା ବେଳେ ଅଙ୍କୋଲୋଜି ସର୍ଜରୀ ବିଭାଗର ପରାମର୍ଶ ଶିବିର ରବିବାର ଦିନ ଉପଲବ୍ଧ ହେଉଛି । ରୋଗୀମାନଙ୍କୁ ଚିକିତ୍ସାର ଦିଗ, ଉପଦେଶ, ଅସ୍ତ୍ରୋପଚାର ଏବଂ କେମୋଥେରାପିର ଯୋଜନା ସମ୍ପର୍କରେ ଉପଯୁକ୍ତ ଦିଗଦର୍ଶନ ଦେବା ହିଁ ଏହି ମାଗଣା ପରାମର୍ଶ ଶିବିରର ମୁଖ୍ୟ ଉଦେ୍ଦଶ୍ୟ ବୋଲି ହସ୍ପିଟାଲ୍ର ନିଦେ୍ର୍ଦଶକ ଦେବପ୍ରସାଦ ଦାଶ କହିଛନ୍ତି ।

ହସ୍ପିଟାଲ୍ର ଅଙ୍କୋଲୋଜି ଟିମ୍ରେ ଉଚ୍ଚ ଅନୁଭୂତି ସମ୍ପନ୍ନ ଡାକ୍ତରମାନେ ରହିଥିବା ବେଳେ ସେମାନେ ପ୍ରତ୍ୟେକ ରୋଗୀଙ୍କର ଚିକିତ୍ସା ଓ ଯତ୍ନ ନେଉଛନ୍ତି । ବର୍ତମାନ କେମୋଥେରାପି ଚିକିତ୍ସା ଆରମ୍ଭ ହେବା ପରେ ରୋଗୀମାନେ କର୍କଟର ସମସ୍ତ ପ୍ରକାର ଚିକିତ୍ସା ଏଠାରେ ପାଇପାରିବେ ।

ପ୍ରଥମ ଥର ପାଇଁ ଜଣେ ୨୫ ବର୍ଷୀୟ ଯୁବକଙ୍କର ଏହି ଡାକ୍ତରଖାନାରେ ଷ୍ଟେଜ୍ ୩ ରେକ୍ଟାଲ୍ କର୍କଟ ହୋଇଥିବା ଜଣା ପଡ଼ିବା ପରେ ଚିକିତ୍ସା ଆରମ୍ଭ ହୋଇଛି । ତାଙ୍କର ଉଭୟ କେମୋଥେରାପି ଓ ଅସ୍ତ୍ରୋପଚାରର ଆବଶ୍ୟକତା ରହିଥିବା ବେଳେ ପ୍ରଥମ ସ୍ତରର କେମୋଥେରାପି ପରେ ରୋଗୀଙ୍କୁ ବର୍ତମାନ ଦ୍ୱିତୀୟ ପର୍ଯ୍ୟାୟ ଚିକିତ୍ସାର ଆବଶ୍ୟକତା ଅନୁଯାୟୀ କେମୋଥେରାପି ଏବଂ ଟାର୍ଗେଟେଡ୍ ଥେରାପି ଗୋଟିଏ ଛାତ ତଳେ ପ୍ରଦାନ କରାଯାଇପାରିବ ବୋଲି ଶ୍ରୀ ଦାଶ କହିଛନ୍ତି ।

Previous Post

କିମ୍‍ସ ଜରିଆରେ ଅଙ୍ଗଦାନ: ସ୍ମୃତି ହୋଇ ରହିବେ ମନୋଜ

Next Post

ପାଣ୍ଡିଆନଙ୍କୁ ଝୁରିଲେ କଲବଲିଆ ହବିଷ୍ୟାଳି

Next Post
ପାଣ୍ଡିଆନଙ୍କୁ ଝୁରିଲେ କଲବଲିଆ ହବିଷ୍ୟାଳି

ପାଣ୍ଡିଆନଙ୍କୁ ଝୁରିଲେ କଲବଲିଆ ହବିଷ୍ୟାଳି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA