Tuesday, June 30, 2026 04:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍ କଲା ‘ଦାନା’

୯ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

by Our Correspondent
25 Oct, 2024- 06:33 AM
in Latest News, News
1 min read
0
ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍ କଲା ‘ଦାନା’

ଭୁବନେଶ୍ୱର: ଗୁରୁବାର ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍ କରିଛି ବାତ୍ୟା ‘ଦାନା’ । ଭିତରକନିକା ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ଥିଲା । ତେବେ ଭୋର୍ ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ । ବାତ୍ୟାର ପଛଭାଗ ସ୍ଥଳ ଛାଡ଼ିବାକୁ ଆଉ କିଛି ସମୟ ଲାଗିବ । କ୍ରମଶଃ ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଅତିକ୍ରମ କରିବ ।

ଗୁରୁବାର ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ରାତି ୧.୩୦ ମିନିଟ୍ ରୁ ଭୋର୍ ୩.୩୦ ମିନିଟ୍ ମଧ୍ୟରେ ବାତ୍ୟାର ମଧ୍ୟ ଭାଗ ସ୍ଥଳଭାଗ ଅତିକ୍ରମ କରିଥିଲା । ସ୍ଥଳଭାଗ ଅତିକ୍ରମ କରିବା ସମୟରେ ବାତ୍ୟାର ତୀବ୍ରତା ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଥିଲା । ଏହା ଏବେ ୧୭ କିମି ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ମଧ୍ୟାହ୍ନ ପୂର୍ବରୁ ଉତ୍ତର ଓଡ଼ିଶା ଅତିକ୍ରମ କରି ବାତ୍ୟା ଦୁର୍ବଳ ହୋଇଯିବ । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହେବ । ସଂଧ୍ୟାରେ ଏହା ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ଭୀଷଣ ବାତ୍ୟା ଯୋଗୁଁ ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଭିନ୍ନ ଜାଗାରେ ଘରର ଛପର ଓ ଆଜବେଷ୍ଟସ୍ ଉଡ଼ିଯାଇଛି । ଅନେକ ଜାଗାରେ ରାସ୍ତା ଉପରେ ଗଛପଡ଼ି ଅବରୋଧ ହୋଇଛି । କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ବହୁଛି । ଭିତରକନିକାରେ ଜୁଆର ମାଡ଼ିଯାଇଛି । ବାତ୍ୟା ପ୍ରଭାବରେ ଚାନ୍ଦବାଲିରେ ସର୍ବାଧିକ ୧୩୧.୬ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ବାତ୍ୟାର ସମ୍ପୂର୍ଣ୍ଣ କ୍ଷୟକ୍ଷତି ଜଣାପଡ଼ିନାହିଁ ।

‘ଦାନା’ ର ପ୍ରଭାବ ଆଜି ମଧ୍ୟ ଦେଖିବାକୁ ମିଳିବ । ଆଜି ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେହି ୯ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା- ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ ଓ ପୁରୀ । ସେହିଭଳି କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ବାଲେଶ୍ୱର, ବୌଦ୍ଧ, ସୋନପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି ।

Previous Post

ବାତ୍ୟା ମୁକାବିଲା: ମୋହନଙ୍କ ସହ ଆଲୋଚନା କଲେ ମୋଦୀ, ଶାହ

Next Post

କେନ୍ଦ୍ରାପଡ଼ାବାସୀଙ୍କୁ ଭୁଲି ଦିଲ୍ଲୀରେ ମଉଜ କଲେ!

Next Post
କେନ୍ଦ୍ରାପଡ଼ାବାସୀଙ୍କୁ ଭୁଲି ଦିଲ୍ଲୀରେ ମଉଜ କଲେ!

କେନ୍ଦ୍ରାପଡ଼ାବାସୀଙ୍କୁ ଭୁଲି ଦିଲ୍ଲୀରେ ମଉଜ କଲେ!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA