Tuesday, June 23, 2026 03:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଇତିହାସ ସୃଷ୍ଟି କଲା କିଟ୍‍ ଲ’ ସ୍କୁଲ୍‍

୩୭ତମ ବିସିଆଇ ନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ ପ୍ରତିଯୋଗିତା

by Our Correspondent
20 Nov, 2024- 06:59 PM
in Latest News, News
1 min read
0
ଇତିହାସ ସୃଷ୍ଟି କଲା କିଟ୍‍ ଲ’ ସ୍କୁଲ୍‍
ଭୁବନେଶ୍ୱର : କିଟ୍‍ ଲ’ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ସମ୍ମାନଜନକ ୩୭ତମ ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ (ବିସିଆଇ) ରାଷ୍ଟ୍ରୀୟ ସର୍ବଭାରତୀୟ ଆନ୍ତଃ-ବିଶ୍ୱବିଦ୍ୟାଳୟ ମୁଟ୍‍ କୋର୍ଟ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି । ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ଗୁଜୁରାଟର କର୍ଣ୍ଣାବତୀ ବିଶ୍ୱବିଦ୍ୟାଳୟରେ ଚାଲିଥିବା ଏହି ପ୍ରତିଯୋଗିତାରେ କିଟ୍‍ ଲ ସ୍କୁଲ୍‍ ଛାତ୍ରଛାତ୍ରୀମାନେ ପୁଣି ଥରେ ଶ୍ରେଷ୍ଠତ୍ୱ ବଜାୟ ରଖିବା ସହ ୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ହାସଲ୍‍ କରିଛନ୍ତି । ତିନିତିନି ଥର ଏହି ସମ୍ମାନଜନକ ପ୍ରତିଯୋଗିତାରେ ବିଜୟ ଲାଭ କରିବାରେ କିଟ୍‍ ପ୍ରଥମ ଘରୋଇ ବିଶ୍ୱବିଦ୍ୟାଳୟ ହେବାର ଗୌରବ ଅର୍ଜନ କରିଛି ।
ସୂଚନାଯୋଗ୍ୟ, ୨୦୦୭ରେ ପ୍ରତିଷ୍ଠିତ କିଟ୍‍ ଲ ସ୍କୁଲ୍‍ ଦେଶର ଏକ ଅଗ୍ରଣୀ ଲ’ସ୍କୁଲ ଭାବେ ଖ୍ୟାତି ଅର୍ଜନ କରିବା ସହ ଏଭଳି ଉପଲବ୍‍ଧି ଉଲ୍ଲେଖନୀୟ । ଏହା ପୂର୍ବରୁ କିଟ୍‍ ଲ’ ସ୍କୁଲ୍‍ ଦୁଇ ଥର ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା ବେଳେ ଏବେ ତୃତୀୟ ଥର ପାଇଁ କିଟ୍‍ ଲ ସ୍କୁଲ୍‍ ଇତିହାସ ରଚିଛି । ଏହି ବିଜୟ  ଭବିଷ୍ୟତ ଆଇନଜୀବୀଙ୍କ ଉତ୍ସର୍ଗୀକୃତ ଓ କଠିନ ପରିଶ୍ରମ ତଥା ଦକ୍ଷତାର ପ୍ରମାଣ ଦେବା ସହ କିଟ୍‍ ଲ ସ୍କୁଲ୍‍ର ଗୁଣାତ୍ମକ ଶିକ୍ଷାଦାନ ଏବଂ ଅଧ୍ୟାପକ ଅଧ୍ୟାପିକାଙ୍କ ଉପଯୁକ୍ତ ମାର୍ଗଦର୍ଶନ ପ୍ରତିପାଦିତ କରୁଛି ।
ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି ତିନିତିନି ଥର ବିସିଆଇ ମୁଟ୍‍ କୋର୍ଟ ପ୍ରତିଯୋଗିତାରେ ଶ୍ରେଷ୍ଠତ୍ୱ ଅର୍ଜନ କରିବା ଭାରତବର୍ଷ ଓ ବିଶେଷ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସଫଳତା ପାଇଁ ସେ ବିଜୟୀ ହୋଇଥିବା କିଟ୍‍ ଲ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ସଫଳତା ପରବର୍ତ୍ତୀ ବ୍ୟାଚ୍‍ର ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଓ ପ୍ରୋତ୍ସାହନ ଯୋଗାଇବ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।
ସୂଚନାଯୋଗ୍ୟ, ବାର୍‍ କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ ପକ୍ଷରୁ ପ୍ରତିବର୍ଷ ଅନୁଷ୍ଠିତ ହେଉଥିବା ଆନ୍ତଃବିଶ୍ୱବିଦ୍ୟାଳୟସ୍ତରୀୟ ସମ୍ମାନଜନକ ଜାତୀୟ ମୁଟ୍‍ କୋର୍ଟ ପ୍ରତିଯୋଗିତାରେ ବିଭିନ୍ନ ଜାତୀୟସ୍ତରର ଲ’ ସ୍କୁଲ୍‍ ସମେତ ଦେଶର ବହୁ ପ୍ରତିଷ୍ଠିତ ଲ’ ସ୍କୁଲ୍‍ର ପିଲାମାନେ ଅଂଶଗ୍ରହଣ କରିଥାନ୍ତି । 
Previous Post

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

Next Post

ଫେରିଲା ଆକ୍ସନ୍: କାମ ଦେଲାନି ପ୍ରଭାବଶାଳୀଙ୍କ ପ୍ରଭାବ

Next Post
ଫେରିଲା ଆକ୍ସନ୍: କାମ ଦେଲାନି ପ୍ରଭାବଶାଳୀଙ୍କ ପ୍ରଭାବ

ଫେରିଲା ଆକ୍ସନ୍: କାମ ଦେଲାନି ପ୍ରଭାବଶାଳୀଙ୍କ ପ୍ରଭାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA