Thursday, July 2, 2026 12:28 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

୪୩ତମ ବିଶ୍ୱ କବି ସମ୍ମିଳନୀ

by Our Correspondent
21 Nov, 2024- 03:15 PM
in Latest News, News
1 min read
0
ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର: ୪୩ତମ ବିଶ୍ୱ କବି ସମ୍ମିଳନୀ ଅବସରରେ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା, ସମାଜସେବ. କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବିକାଶ ଆଣିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଥିବା ଶ୍ରୀ ସାମନ୍ତଙ୍କୁ ୱାର୍ଲ୍‍ଡ ଆକାଡେମୀ ଅଫ୍‍ ଆର୍ଟ ଆଣ୍ଡ କଲଚର (ଡବ୍ଲୁଏଏସି) ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆଜି ମଦୁରାଇଠାରେ ଅନୁଷ୍ଠିତ ୱାର୍ଲଡ୍‍ ପୋଏଟ କଂଗ୍ରେସର ୪୩ତମ ସଂସ୍କରଣ ଉଦ୍‍ଘାଟନୀ ଉତ୍ସରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।  ୩୦ଟି ଦେଶର ବହୁ ବିଶିଷ୍ଟ କବିଙ୍କ ଉପସ୍ଥିତିରେ ବିଶିଷ୍ଟ ଧର୍ମଗୁରୁ ଥାଭାଥିରୁ କୁନ୍ଦ୍ରାକୁଡ଼ି ପୋନାମବାଲା ଆଡ଼ିଗଲାର ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଏହା ସହିତ କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟ କରୁଥିବା ଶ୍ରୀ ସାମନ୍ତଙ୍କୁ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି । ସେତୁ ଭାସ୍କର ଗ୍ରୁପ୍‍ର ଅଧ୍ୟକ୍ଷ ଡ. ସେତୁ କୁମାନନ ଶ୍ରୀ ସାମନ୍ତଙ୍କୁ ସମ୍ମାନ ପ୍ରଦାନ କରିଥିଲେ ।

କଳା, ସଂସ୍କୃତି ଓ ସାହିତ୍ୟର ବିକାଶ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଅଚ୍ୟୁତ ସାମନ୍ତଙ୍କୁ ୱାର୍ଲଡ୍‍ ପୋଏଟ କଂଗ୍ରେସର କାର୍ଯ୍ୟକାରିଣୀ ବୋର୍ଡ ସଦସ୍ୟ ଭାବେ ମନୋନୀତ କରାଯାଇଛି । ୱାର୍ଲଡ୍‍ ପୋଏଟ କଂଗ୍ରେସର ଅନୁମୋଦନ କ୍ରମେ ଶ୍ରୀ ସାମନ୍ତଙ୍କୁ ଏହାର ସଦସ୍ୟ କରାଯାଇଛି ।

ୱାର୍ଲଡ୍‍ ପୋଏଟ କଂଗ୍ରେସକୁ ନିଜର କୃତଜ୍ଞତା ଜଣାଇ ଶ୍ରୀ ସାମନ୍ତ କହିଛନ୍ତି, ଦୀର୍ଘ ୩ ଦଶନ୍ଧୀ ଧରି କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ ଦିଗରେ କାର୍ଯ୍ୟ କରିବା ସହ ସମାଜରେ ଏକତା ବୃଦ୍ଧି କରିବା ଦିଗରେ ମୋର ପ୍ରତିବଦ୍ଧତାକୁ ଏହି ସମ୍ମାନ ଆହୁରି ସୁଦୃଢ଼ କରିଛି । ଏହା ଫଳରେ ଏ ଦିଗରେ ଆହୁରି ଅଧିକ କାର୍ଯ୍ୟ କରିବାକୁ ମୋତେ ପ୍ରେରଣା ମିଳିଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି।

Previous Post

ଫେରିଲା ଆକ୍ସନ୍: କାମ ଦେଲାନି ପ୍ରଭାବଶାଳୀଙ୍କ ପ୍ରଭାବ

Next Post

ବବିଙ୍କୁ କ୍ଲିନଚିଟ୍ ଦେଲେ ମନ୍ତ୍ରୀ ଟୁଟୁ ବଳ

Next Post
ବବିଙ୍କୁ କ୍ଲିନଚିଟ୍ ଦେଲେ ମନ୍ତ୍ରୀ ଟୁଟୁ ବଳ

ବବିଙ୍କୁ କ୍ଲିନଚିଟ୍ ଦେଲେ ମନ୍ତ୍ରୀ ଟୁଟୁ ବଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA