Wednesday, July 1, 2026 12:46 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିଟ୍ ରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ

by Our Correspondent
06 Dec, 2024- 09:42 PM
in Latest News, News
1 min read
0
କିଟ୍ ରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ

ଭୁବନେଶ୍ୱର: ପରିକଳ୍ପନା, ସର୍ଜନା ଓ ପ୍ରଭାବ (ଆଇଡିଆ, ଇନୋଭେସନ୍‍, ଇମ୍ପାକ୍ଟ)କୁ ନେଇ କିଟ୍‍ ବିଶ୍ୱବିଦ୍ୟାଳୟରେ କେ-ଆଇ୩ ଫେଷ୍ଟ ଉଦ୍‍ଘାଟିତ ହୋଇଯାଇଛି । କେ-ଆଇ୩ ଫେଷ୍ଟ ପ୍ରଥମ ସଂସ୍କରଣର ବିଷୟ ବସ୍ତୁ ରହିଛି ଫ୍ରଣ୍ଟିଅର ଟେକ୍ନୋଲୋଜି ଫର ବିକଶିତ ଭାରତ-୨୦୪୭ । କିଟ୍‍ ଡିନ୍‍ ଗୋଲ୍ଡ କ୍ଲବ୍‍ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓପିଏସ୍‍ସିର ପ୍ରାକ୍ତନ ଅଧ୍ୟକ୍ଷ ବ୍ରିଗେଡିୟର ଡ. ଲକ୍ଷ୍ମୀ ଚରଣ ପଟ୍ଟନାୟକ ଯୋଗଦେଇ ପରିକଳ୍ପନା, ସର୍ଜନା ଓ ଏଗୁଡ଼ିକର ପ୍ରଭାବ ଉପରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ସେ କହିଲେ ବିଶ୍ୱର ପ୍ରାୟ ଅଧିକାଂଶ ସର୍ଜନା ଓ ଆବିଷ୍କାର ବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟସ୍ତରରୁ ହିଁ ଆରମ୍ଭ ହୋଇଛି। ୩ଡି ପ୍ରିଣ୍ଟିଂଠାରୁ ଆରମ୍ଭ କରି ବ୍ଲକ୍‍ଚେନ୍‍ ଟେକ୍ନୋଲୋଜି ପର୍ଯ୍ୟନ୍ତ ବିଭିନ୍ନ ସର୍ଜନା ବିଶ୍ୱବିଦ୍ୟାଳୟସ୍ତରରୁ ଆରମ୍ଭ ହୋଇଛି। ଏବେ ଆତ୍ମନିର୍ଭର ଭାରତ ପ୍ରୟାସ ଅଧିନରେ ବିଭିନ୍ନ ପ୍ରତିରକ୍ଷା ଉତ୍ପାଦ ତିଆରି କରାଯାଉଛି। ଏଭଳି ଉଦ୍ୟୋଗ କରି ବହୁ ଯୁବକ ଉଦ୍ୟୋଗପତି ହୋଇପାରିଛନ୍ତି ବୋଲି ସେ କହିଥିଲେ।

କିଟ୍‍, କିସ୍‍  ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀଙ୍କୁ ସୂଚନା ଦେଇ କହିଲେ, କେବଳ କୌଣସି ପରିକଳ୍ପନାକୁ ନିଜ ମନ ମଧ୍ୟରେ ଆଣିଲେ ହେବ ନାହିଁ। ଏହାକୁ କାର୍ଯ୍ୟକାରୀ କରିବା ସହ ଏହା ପ୍ରଭାବ କଣ ରହିବ ତା ଉପରେ ମଧ୍ୟ ଚିନ୍ତା କରିବା ଉଚିତ। ନିଜ ପରିକଳ୍ପନା ଓ ସର୍ଜନାର ଯଦି କୌଣସି ପ୍ରଭାବ ନ ରହିଲା ତେବେ ତାହା ଫଳପ୍ରଦ ହୋଇ ନ ଥାଏ। ନିଜ ସର୍ଜନାକୁ ଆଗକୁ ନେଇଯିବା ପାଇଁ କିଟ୍‍ ହେଉଛି ପ୍ରକୃଷ୍ଟ କ୍ଷେତ୍ର ବୋଲି ଶ୍ରୀ ସାମନ୍ତ କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଓ ବିଭିନ୍ନ ସ୍କୁଲ୍‍ର ଡିନ୍‍ମାନେ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ କିଟ୍‍ର ୨୪ଟି ବିଭିନ୍ନ ସ୍କୁଲ୍‍ର ୬ଶହ ଛାତ୍ରଛାତ୍ରୀ ୨୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିଲେ। ଶେଷରେ ଡିନ୍‍ ଗୋଲ୍‍ଡ କ୍ଲବ୍‍ ଅଧ୍ୟକ୍ଷ ପ୍ରଫେସର ଶ୍ରୀନିବାସ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ପୂର୍ବ ସରକାରଙ୍କ ଲିଗାସୀକୁ ଭାଙ୍ଗିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

Next Post

ସୋଆରେ ଜଳବାୟୁ ପରିବର୍ତନ ନେଇ ୮ରେ ଜାତୀୟ ସମ୍ମିଳନୀ

Next Post
ସୋଆରେ ଜଳବାୟୁ ପରିବର୍ତନ ନେଇ ୮ରେ ଜାତୀୟ ସମ୍ମିଳନୀ

ସୋଆରେ ଜଳବାୟୁ ପରିବର୍ତନ ନେଇ ୮ରେ ଜାତୀୟ ସମ୍ମିଳନୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA