Sunday, May 31, 2026 06:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଶାନ୍ତଙ୍କ ଶେଷଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା, ପତ୍ନୀଙ୍କୁ ନିଯୁକ୍ତି ଏବଂ ପୁଅର ପାଠପଢା ଖର୍ଚ୍ଚ ସରକାର ବହନ କରିବେ

by Our Correspondent
24 Apr, 2025- 06:36 PM
in Latest News, News
1 min read
0
ପ୍ରଶାନ୍ତଙ୍କ ଶେଷଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କାଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହାପରେ ସ୍ୱର୍ଗତ ପ୍ରଶାନ୍ତଙ୍କ ଶବାଧାର ସହ ଶ୍ମଶାନକୁ ମଧ୍ୟଯାଇ ଶେଷ ଦର୍ଶନ କରିଥିଲେ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ଯ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦୀଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Previous Post

ପାଣ୍ଡିଆନ-ବୈଷ୍ଣବ ଯୋଡ଼ି ସୁନ୍ଦର!!

Next Post

ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

Next Post
ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

ଶିକ୍ଷା କ୍ଷେତ୍ରରେ ଉତ୍କର୍ଷ ସମ୍ମାନରେ ସୋଆ ସମ୍ମାନିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA