Thursday, June 25, 2026 01:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

by Our Correspondent
25 Jul, 2025- 07:59 PM
in Latest News, News
1 min read
0
ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୀନବରେ କିଛି ହାସଲ କରିବା ପାଇଁ ସମ୍ବଳ ଅପେକ୍ଷା ଇଚ୍ଛାଶକ୍ତି ଅଧିକ ଗୁରୁତ୍ୱପୂର୍ଣ୍ଣ । ଜନହିତକର କାର୍ଯ୍ୟ କରିବାର ଲକ୍ଷ୍ୟ ନେଇ ଜଣେ ସାଧାରଣ ବ୍ୟକ୍ତି ମଧ୍ୟ ମହାନ କାର୍ଯ୍ୟ ହାସଲ କରିପାରିବେ ବୋଲି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ କହିଛନ୍ତି । ଗତ ୫ ତାରିଖରେ ଛତିଶଗଡ଼ ନବନିର୍ବାଚିତ ଗ୍ରାମ ପଞ୍ଚାୟତ ପ୍ରତିନିଧିଙ୍କ ୩ଦିନିଆ ସରକାରୀ କାର୍ଯ୍ୟକ୍ରମକୁ ଉଦ୍‍ଘାଟନ କରିବା ଅବସରରେ ସେ ଏହା ପ୍ରକାଶ କରିଥିଲେ । ଏହି ଅବସରରେ ସେ ଉଦାହରଣ ଦେଇ କହିଥିଲେ, ଯେଉଁ ପ୍ରେରଣାଦାୟକ ଲୋକଙ୍କର ଜନସେବା କାର୍ଯ୍ୟକୁ ସେ ନିକଟରୁ ଦେଖିବାର ସୁଯୋଗ ପାଇଛନ୍ତି, ସେମାନଙ୍କ ମଧ୍ୟରେ ରହିଛନ୍ତି ଡ ଅଚ୍ୟୁତ ସାମନ୍ତ ଏବଂ ନାନାଜୀ ଦେଶମୁଖ ।

ପିଲାଦିନରୁ ଦାରିଦ୍ର‌୍ୟରେ ବଢ଼ିଥିବା ଅଚ୍ୟୁତ ସାମନ୍ତ ଜୀବନସାରା ଲୋକଙ୍କ ସେବା କରିବାର ପ୍ରତିଜ୍ଞା ନେଇ ଭୁବନେଶ୍ୱରରେ ଏକ ବଡ଼ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରିଥିଲେ । ଏହି ଅନୁଷ୍ଠାନରେ ସେ ପ୍ରାୟ ୨୫ ହଜାର (ଏବେ ୪୦ ହଜାର) ଆଦିବାସୀ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ କରୁଛନ୍ତି। ଏଥିରୁ ବୁଝାପଡ଼େ ଯେ, ଜଣେ ବ୍ୟକ୍ତିର ଇଚ୍ଛା ଶକ୍ତି ଥିଲେ ସମାଜରେ ବଡ଼ ପରିବର୍ତ୍ତନ ଆଣିପାରେ ବୋଲି ଶ୍ରୀ ସାଏ କହିଥିଲେ। ଏମାନେ ଆମ ପାଇଁ ପ୍ରେରଣାଦାୟୀ ବୋଲି ସେ କହିଥିଲେ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଜଣେ ବ୍ୟକ୍ତିଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି, ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ବୁଦ୍ଧିଜୀବୀମାନେ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ସାଏ ଶ୍ରୀ ସାମନ୍ତଙ୍କ କାର୍ଯ୍ୟର ପ୍ରଶଂସା କରିଥିବାରୁ ସେ ତାଙ୍କୁ କୃତଜ୍ଞତା ଅର୍ପଣ କରିଛନ୍ତି । ଶ୍ରୀ ସାମନ୍ତ ନିଜ ପ୍ରତିକ୍ରିୟାରେ କହିଛନ୍ତି ମୋର ଅନୁପସ୍ଥିତିରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଏହି ବକ୍ତବ୍ୟ ମୋ ପାଇଁ ଶ୍ରେଷ୍ଠ ସମ୍ମାନ ।

Previous Post

୩୩ ଏମ୍‌ଓୟୁ, ୭,୮୦୮ କୋଟିର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ

Next Post

ଅଟଳଜୀ ଜନମାନସର ହୃଦୟରେ ଥିବା ଏକ ଅଭିନ୍ନ ଅନୁଭୂତି: ମୁଖ୍ୟମନ୍ତ୍ରୀ

Next Post
ଅଟଳଜୀ ଜନମାନସର ହୃଦୟରେ ଥିବା ଏକ ଅଭିନ୍ନ ଅନୁଭୂତି: ମୁଖ୍ୟମନ୍ତ୍ରୀ

ଅଟଳଜୀ ଜନମାନସର ହୃଦୟରେ ଥିବା ଏକ ଅଭିନ୍ନ ଅନୁଭୂତି: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA