Monday, May 25, 2026 04:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଛାତ୍ର ସଂସଦ ନିର୍ବାଚନକୁ ଡରୁଛନ୍ତି ସରକାର

by Our Correspondent
22 Sep, 2025- 09:45 PM
in Latest News, News
1 min read
0
ଛାତ୍ର ସଂସଦ ନିର୍ବାଚନକୁ ଡରୁଛନ୍ତି ସରକାର

ଭୁବନେଶ୍ୱର: ବିଜେପି ସରକାରକୁ ଆସିବାର ୧୫ ମାସ ବିତିଯାଇଥିଲେ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ନ କରିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ମନରେ ଆକ୍ରୋଶ ସୃଷ୍ଟି ହୋଇଛି । ଏବିଭିପି ଓ ବିଜେପି ଯୁବମୋର୍ଚ୍ଚା ମଧ୍ୟରେ ଥିବା ଅନ୍ତଃକନ୍ଦଳ ଲାଗି କଲେଜ କ୍ୟାମ୍ପସ ଅଶାନ୍ତ ହୋଇଛି ବୋଲି ଅଭିଯୋଗ କରିଛି ବିଜୁ ଛାତ୍ର ଜନତା ଦଳ ।

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଛାତ୍ର ଜନତା ଦଳ ସଭାନେତ୍ରୀ ଇପ୍ସୀତା ସାହୁ କହିଥିଲେ ଯେ, ଚଳିତ ବିଧାନସଭାରେ ସରକାର ଦେଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟର ୧୭ଟି ବିଶ୍ୱବିଦ୍ୟାଳୟରେ ୧୯ ଜଣ ଛାତ୍ରୀ ଯୌନ ଓ ମାନସିକ ନିର୍ଯାତନାର ଶିକାର ହୋଇଛନ୍ତି । ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଠୁ ଆରମ୍ଭ କରି ବଳଙ୍ଗା, ପଟ୍ଟାମୁଣ୍ଡାଇ, ମାହାଙ୍ଗା, ଗୋପାଳପୁର ଓ ବାଲିହରଚଣ୍ଡୀ ଘଟଣା ଦର୍ଶାଉଛି ଯେ ଏହି ସରକାରରେ ଛାତ୍ରୀମାନେ କିଭଳି ଅସୁରକ୍ଷିତ । ଗତ ୧୫ ମାସରେ ୨୨ ଜଣ ଛାତ୍ରୀ ଆତ୍ମହତ୍ୟା କରିବା ବିଜେପି ସରକାରର ଲଜ୍ଜାଜନକ ଉପଲବ୍ଧି । ଗୋଟିଏ ପଟେ ସରକାର ମଦମୁକ୍ତ ଓଡ଼ିଶା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ନେଇ ମାରାଥନ ଆୟୋଜନ କରୁଥିବା ବେଳେ, ଅନ୍ୟ ପଟେ ୭୦ଟି ବନ୍ଦ କରାଯାଇଥିବା ମଦ ଦୋକାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି, ଯାହା ସରକାରଙ୍କ ଦୋମୁହାଁ ନୀତିକୁ ପଦାରେ ପକାଇଛି । କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ଭୁଶୁଡ଼ି ପଡ଼ିଛି । କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସମସ୍ୟା ବୁଝିବା ପାଇଁ କେହି ନାହିଁ । ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ମଧ୍ୟରେ ସମନ୍ୱୟର ଘୋର ଅଭାବ ପରିଲକ୍ଷିତ ହେଉଛି । ଏଥିରୁ ଅନୁଭବ ହେଉଛି ଉଚ୍ଚଶିକ୍ଷା ବିଭାଗ ଆଜି ମୁରବୀ ଶୂନ୍ୟ ହୋଇପଡ଼ିଛି ।

ଇପ୍ସୀତା ସାହୁ ଆହୁରି କହିଥିଲେ ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କ ପାଇଁ ନୂଆ-ଓ ସ୍କଲାରସିପ୍ ବ୍ୟବସ୍ଥା କରିଥିଲେ, ଯାହାଦ୍ୱାରା ସବୁ ଛାତ୍ରଛାତ୍ରୀ ମାନେ ଉପକୃତ ହୋଇପାରିଥିଲେ । ବର୍ତ୍ତମାନର ସରକାର ନାମ ଓ ରଙ୍ଗ ପରିବର୍ତ୍ତନ କରି ଅନେକ ଯୋଜନା କରୁଥିଲେ ମଧ୍ୟ ଛାତ୍ରଛାତ୍ରୀ ମାନେ ସ୍କଲାରସିପ୍ ପାଇବାରୁ ବଞ୍ଚିତ ହେଉଛନ୍ତି । ଛାତ୍ର ସଂସଦ ନିର୍ବାଚନ ପାଇଁ ସରକାର ସକାରାତ୍ମକ ଥିବା କଥା ଉଚ୍ଚଶିକ୍ଷା ମନ୍ତ୍ରୀ ବାରମ୍ବାର ମିଡିଆରେ କହୁଛନ୍ତି, କିନ୍ତୁ ବର୍ତ୍ତମାନ ସୁଦ୍ଧା ସରକାର ବିଜ୍ଞପ୍ତି ପ୍ରକାଶ କରିନାହାନ୍ତି । ଯଦି ସତ୍ସାହାସ ଅଛି, ସରକାର ଆଗାମୀ ଏକ ସପ୍ତାହ ମଧ୍ୟରେ ଛାତ୍ର ସଂସଦ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ କରନ୍ତୁ ବୋଲି ଇପ୍ସୀତା ସାହୁ ଆହ୍ୱାନ ଦେଇଛନ୍ତି । ଆଗାମୀ ଦିନରେ ବିଜୁ ଛାତ୍ର ଜନତା ଦଳ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଫଟୋ ଥିବା ଆଇକାର୍ଡ ପକାଇ ପ୍ରତ୍ୟେକ କ୍ୟାମ୍ପସରେ ଛାତ୍ରୀ ସୁରକ୍ଷା ପାଇଁ ରାଜରାସ୍ତାରେ ରାଜ୍ୟ ସରକାର ବିରୁଦ୍ଧରେ ଲଢ଼େଇ ଜାରି ରଖିବ ବୋଲି ଇପ୍ସୀତା ସାହୁ କହିଛନ୍ତି ।

Previous Post

ସୋଆ ଆଇଡିଆଥାନ୍ ୨୦୨୫ ଗ୍ରାଣ୍ଡ ଫିନାଲେରେ ନିଜ ଉଦ୍ଭାବନ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

Next Post

କୁଆଡେ ଗଲା ଓଡ଼ିଶାର Milk Bank?

Next Post
କୁଆଡେ ଗଲା ଓଡ଼ିଶାର Milk Bank?

କୁଆଡେ ଗଲା ଓଡ଼ିଶାର Milk Bank?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA