Monday, May 25, 2026 02:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମ୍ ହସ୍ପିଟାଲରେ ୫ମ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା

by Our Correspondent
24 Sep, 2025- 08:46 PM
in Health, Latest News, News
1 min read
0
ସମ୍ ହସ୍ପିଟାଲରେ ୫ମ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା

ଭୁବନେଶ୍ୱର: ଅଙ୍ଗଦାନ କରି ଅମର ହେଲେ ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ଅନ୍ତର୍ଗତ ବରଦା ଗାଁର ୪୩ ବର୍ଷୀୟ ବବଲୁ ଧଳ । ଗତ ସେପ୍ଟେମ୍ବର ୧୮ ତାରିଖ ଦିନ କଟକ ଟାଙ୍ଗି ନିକଟରେ ସଡ଼କ ଦୁର୍ଘଟଣାର ଆହତ ହୋଇଥିବା ବବଲୁଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ପରେ ତାଙ୍କର ପରିବାର ୨ଟି ବୃକକ୍ ଓ ଗୋଟିଏ ଯକୃତ ଦାନ କରି ଅନ୍ୟ ତିନି ଜଣଙ୍କ ମୁହଁରେ ହସ ଫୁଟାଇଛନ୍ତି ।

ରାସ୍ତା ଦୁର୍ଘଟଣାର ଶିକାର ହୋଇଥିବା ବବଲୁଙ୍କୁ ପ୍ରଥମେ କଟକ ଏସସିବି ମେଡିକାଲ୍ କଲେଜ ହସ୍ପିଟାଲରେ ଏବଂ ପରେ ଭୁବନେଶ୍ୱର ଆଇଏମ୍ଏସଆଣ୍ଡ ସମ୍ ହସ୍ପିଟାଲରେ ସେପ୍ଟେମ୍ବର ୨୦ ତାରିଖ ଦିନ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ବବଲୁଙ୍କୁ ଗତ ୨୨ ତାରିଖ ଦିନ ବ୍ରେନ୍ ଡେଡ୍ ଘୋଷଣା କରାଯାଇଥିଲା । ପରେ ବବଲୁଙ୍କ ପରିବାର ତାଙ୍କ ଅଙ୍ଗଦାନ କରିବାର ନିଷ୍ପତି ନେଇଥିଲେ । ଏ ନେଇ ଷ୍ଟେଟ୍ ଅର୍ଗାନ୍ ଆଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଂଟ ଅର୍ଗାନାଇଜେସନ୍ (ସୋଟୋ) ଏବଂ ସମ୍ ହସ୍ପିଟାଲର ମିଳିତ ଉଦ୍ୟମରେ ଅଙ୍ଗଦାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା ।

ବବଲୁଙ୍କ ଦୁଇଟି ବୁକକ୍ ମଧ୍ୟରୁ ଗୋଟିଏ କଟକ ଏସ୍ସିବି ମେଡିକାଲ କଲେଜ ହସ୍ପିଟାଲ ଏବଂ ଅନ୍ୟଟି ଏମ୍ସକୁ ପଠାଇଯାଇଥିବା ବେଳେ ଯକୃତଟିକୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଗ୍ରୀନ୍ କରିଡର ପ୍ରସ୍ତୁତ କରି ପଠାଯାଇଥିଲା ।

ସମ ହସ୍ପିଟାଲରେ ଏହା ୫ମ ଅଙ୍ଗଦାନ ପ୍ରକ୍ରିୟା ବୋଲି ହସ୍ପିଟାଲ୍ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି ।

ବୁଧବାର ସମ ହସ୍ପିଟାଲ୍ ପରିସରରେ ବବଲୁଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଏହି ଅବସରରେ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ସାମନ୍ତସିଂହାର, ଡିଜିଏମ୍ ଅପରେସନ୍ସ ଶ୍ରୀମତି ପୁଷ୍ପାଞ୍ଜଳୀ ରାଉତ, ଡେପୁଟି ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି କାବେରୀ ରାଣୀ ସାହୁ ଓ ତାଙ୍କ ଟିମ୍, ଜୁନିୟର ହସ୍ପିଟାଲ୍ ଆଡମିନିଷ୍ଟ୍ରେଟର ସାଗର ପାଇକରାୟ ଓ ସରୋଜ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ।

 

Previous Post

ଡାହା ମିଛ କହୁଛନ୍ତି ଶ୍ରୀମୟୀ: ବିଜେଡି

Next Post

କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

Next Post
କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA