Tuesday, May 19, 2026 04:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଇନ ଶୃଙ୍ଖଳା ଅବ୍ୟବସ୍ଥାର ନଗ୍ନଚିତ୍ର

ପଦାରେ ପଡିଲା ଶାସକ ଦଳର ଔଦ୍ଧତ୍ୟ: ବିଜେଡି

by Our Correspondent
28 Mar, 2026- 11:52 PM
in Latest News, News
1 min read
0
ଆଇନ ଶୃଙ୍ଖଳା ଅବ୍ୟବସ୍ଥାର ନଗ୍ନଚିତ୍ର

ଭୁବନେଶ୍ୱର: ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଟିଟିଲାଗଡରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେଉଥିଲା । ଏହି ଶୋଭାଯାତ୍ରାରେ ଅରାଜକତାର ସମସ୍ତ ସୀମାରେଖା ଉଲ୍ଲଂଘନ କରି ଟିଟିଲାଗଡ ବିଧାୟକ ନବୀନ ଜୈନ ଏକ ବନ୍ଧୁକ ବାହାର କରି ସର୍ବସାଧାରଣଙ୍କ ସାମ୍ନାରେ ଉପରକୁ ଫାଙ୍କା ଗୁଳି ଚାଳନା କରିଥିଲେ । ଏହି ଘଟଣାଟି ଡବଲ ଇଂଜିନ ସରକାରରେ ବିଜେପି ବିଧାୟକଙ୍କ ଔଦ୍ଧତ୍ୟର ନଗ୍ନ ଚିତ୍ର ବୋଲି ବିଜୁ ଜନତା ଦଳ କହିଛି । ଆଜି ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ସାଧାରଣ ସମ୍ପାଦିକା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଏବଂ ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡ. ଲେନିନ ମହାନ୍ତି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ।

ଶ୍ରୀମତୀ ସାହୁ କହିଥିଲେ, ଟିଟିଲାଗଡର ବିଧାୟକ ନବୀନ ଜୈନ ସରକାରୀ ଦଳର ବିଧାୟକ ହୋଇ ସରକାରୀ ନ୍ୟାୟ ବ୍ୟବସ୍ଥାର ସଂପୂର୍ଣ୍ଣ ଉଲ୍ଲଂଘନ କରିଛନ୍ତି । ଜଣେ ଜନପ୍ରତିନିଧି ହୋଇ ଟିଟିଲାଗଡ ପରି ଶାନ୍ତିପୂର୍ଣ୍ଣ ଜାଗାରେ ସର୍ବସାଧାରଣରେ ଗୁଳି ଫୁଟାଇବା ଏକ ଧର୍ତ୍ତବ୍ୟ ଅପରାଧ । ତେଣୁ ଏହି ଅପରାଧର ସଂଜ୍ଞାନ ନେଇ ରାଜ୍ୟ ପୋଲିସ ନବୀନ ଜୈନଙ୍କୁ ତୁରନ୍ତ ଗିରଫ କରନ୍ତୁ । ଏହିଭଳି ଅମାନବୀୟ ଘଟଣା ନବୀନ ଜୈନଙ୍କ ପାଇଁ ନୂଆ ନୁହେଁ । ପୂର୍ବରୁ ହୋଲି ଶୋଭାଯାତ୍ରାରେ ମଧ୍ୟ ନିଶାସକ୍ତ ଅବସ୍ଥାରେ ଜଣେ କର୍ମୀଙ୍କୁ ଏକ ଚଳନ୍ତା ଅଟୋରୁ ଠେଲି ଦେଇଥିଲେ । ଫଳସ୍ୱରୁପ ତତ୍କ୍ଷଣାତ ସଂପୃକ୍ତ କର୍ମୀଜଣଙ୍କ ସେଠାରେ ମୃତୁ୍ୟବରଣ କରିଥିଲେ । କିନ୍ତୁ ଏହି ଘଟଣାରେ ଯେହେତୁ ସେ ସରକାରୀ ଦଳର ବିଧାୟକ ତେଣୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା । ଫଳରେ ତାଙ୍କର ଅଂହକାର ଏବଂ ଔଦ୍ଧତ୍ୟତା ଆହୁରି ବଢି ଭୟଙ୍କର ରୂପ ନେଉଛି । ଯାହା ଟିଟିଲାଗଡ ଏବଂ ରାଜ୍ୟବାସୀ ପାଇଁ ଶୁଭଙ୍କର ନୁହେଁ ।

ଅନ୍ୟପଟେ ଡ. ମହାନ୍ତି ମଧ୍ୟ କହିଥିଲେ, ବିଜେପି ସରକାରର ଅଧିକାଂଶ ମନ୍ତ୍ରୀ ଓ ବିଧାୟକ ଖୋଲାଖୋଲି ଭାବେ ଆଇନ ଶୃଙ୍ଖଳା ବ୍ୟବସ୍ଥାର ଉଲ୍ଲଂଘନ କରୁଛନ୍ତି । କେଉଁଠି ଏକ ବିଧାୟକ ସର୍ବସାଧାରଣରେ ଗୁଳି ଫୁଟେଇଲେଣି ତ ଆଉ କେଉଁଠି ସ୍ୱାସ୍ଥ୍ୟମନ୍ତ୍ରୀ ଆଇନକୁ ଫୁ କରି ବିନା ହେଲମେଟରେ ବିଶୃଙ୍ଖଳିତ ଶୋଭାଯାତ୍ରାର ନେତୃତ୍ୱ ନେଉଛନ୍ତି । ସେହିଭଳି ରାଜଧାନୀର ରାଜରାସ୍ତାରେ ଏକ ଘରୋଇ ଗାଡିରେ ନାଲିବତୀ ଲଗାଇ ବିଜେପି କର୍ମୀମାନେ ବିଶୃଙ୍ଖଳା କରୁଥିଲା ବେଳେ କମିଶନରେଟ ପୋଲିସ ନୀରବଦ୍ରଷ୍ଟା ସାଜିଛି । ଓଡିଶା ଇତିହାସର ସବୁଠାରୁ ଅପାରଗ ଓ ଦୁର୍ବଳ ଗୃହମନ୍ତ୍ରୀ ହେଉଛନ୍ତି ମୋହନ ମାଝୀ । ଆଇନ ଶୃଙ୍ଖଳା ବ୍ୟବସ୍ଥା ଶୃଙ୍ଖଳିତ ନହେଲେ ବିଜୁ ଜନତା ଦଳ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ।

Previous Post

ବଢ଼ିବନି ବିଧାୟକଙ୍କ ଦରମା

Next Post

୪୦ % ଲୋକ ବିନା ଲକ୍ଷଣରେ ଯକ୍ଷ୍ମା ରୋଗରେ ପୀଡ଼ିତ

Next Post
୪୦ % ଲୋକ ବିନା ଲକ୍ଷଣରେ ଯକ୍ଷ୍ମା ରୋଗରେ ପୀଡ଼ିତ

୪୦ % ଲୋକ ବିନା ଲକ୍ଷଣରେ ଯକ୍ଷ୍ମା ରୋଗରେ ପୀଡ଼ିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA