Saturday, May 23, 2026 07:52 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ତିଗିରିଆରେ ଗଣତନ୍ତ୍ରର ହତ୍ୟା’

ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

by Our Correspondent
23 May, 2026- 07:32 PM
in Latest News, News
1 min read
0
‘ତିଗିରିଆରେ ଗଣତନ୍ତ୍ରର ହତ୍ୟା’

ଭୁୁବନେଶ୍ୱର: ଆଠଗଡ଼ ନିର୍ବାଚନମଣ୍ଡଳୀରେ ବିଧାୟକ ରଣେନ୍ଦ୍ର ପ୍ରତାପ(ରାଜା) ସ୍ୱାଇଁଙ୍କ ଉପରେ ଗତକାଲି ହୋଇଥିବା ଆକ୍ରମଣ ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ସେ ତାଙ୍କର ଉଦବେଗ ଜଣାଇଛନ୍ତି ।

ଗତକାଲି ଆଠଗଡ଼ ବିଧାୟକ ତିଗିରିଆ ପଞ୍ଚାୟତ ସମିତି ବୈଠକରେ ଯୋଗଦେବାକୁ ଯାଉଥିଲେ । ମାତ୍ର ବିଜେପି ଗୁଣ୍ଡାମାନେ ତାଙ୍କୁ ଆକ୍ରମଣ କରିଥିଲେ । ଏପରିକି ବିଧାୟକଙ୍କୁ ଯିବାକୁ ଦେଇ ନ ଥିଲେ । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା । ଏହାକୁ ଗଣତନ୍ତ୍ରର ହତ୍ୟା ବୋଲି ଧରାଯିବ । ଯଦି ଜଣେ ନିର୍ବାଚିତ ପ୍ରତିନିଧି ତାଙ୍କ ଦାୟିତ୍ୱ ନିର୍ବାହ କରିବାରେ ସୁରକ୍ଷିତ ନୁହଁନ୍ତି, ତେବେ ସାଧାରଣ ଜନତାଙ୍କ ସୁରକ୍ଷା କଥା କ’ଣ କୁହାଯିବ । ମୁଖ୍ୟମନ୍ତ୍ରୀ ତୁରନ୍ତ ଏ ଦିଗରେ ଧ୍ୟାନ ଦେଇ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିରୋଧୀ ଦଳ ନେତା ଦାବି କରିବା ସହ ସମସ୍ତ ନାଗରିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

ସୂଚନାଥାଉକି, ଗତକାଲି ତିଗିରିଆ ପଞ୍ଚାୟତ ସମିତି ବୈଠକରେ ଯୋଗଦେବାକୁ ଆସିଥିବା ବିଧାୟକ ରାଜା ସ୍ୱାଇଁଙ୍କୁ ବିଜେପି କର୍ମୀମାନେ ପାଞ୍ଚଗାଁ ଛକରେ ଆକ୍ରମଣ କରିଥିଲେ । ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଓ ପାଣି ବୋତଲ ମାଡ଼ କରିଥିଲେ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଥିଲା । ପୁଲିସ ଉପସ୍ଥିତିରେ ଏଭଳି ଘଟିଥିବାରୁ ବିଜେଡି କର୍ମୀମାନେ ପୁଲିସର ଭୂମିକାକୁ ନେଇ ପ୍ରଶ୍ନ ଉଠାଇବା ସହିତ ମୁଖ୍ୟମନ୍ତ୍ରୀ ଓ ପୁଲିସ ପ୍ରଶାସନ ବିରୋଧରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ନାରାବାଜି କରିଥିଲେ । ବିଜେଡି ପକ୍ଷରୁ ବିଜେପି କର୍ମୀଙ୍କ ବିରୋଧରେ ତିଗିରିଆ ଥାନାରେ ଏତଲା ଦିଆଯାଇଛି ।

Previous Post

ଖର୍ଚ୍ଚକାଟ; ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ

Next Post

ଆଇନଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Next Post
ଆଇନଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଇନଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA