Monday, September 14, 2026 11:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସିବିଆଇ ତଦନ୍ତ ଦାବି କଲା ବିଜେଡି

by Our Correspondent
12 Sep, 2026- 07:21 PM
in Latest News, News
1 min read
0
ଓରାଙ୍ଗଉଟାନ ଉଦ୍ଧାର ଘଟଣା:  ସିବିଆଇ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଭୋଗରାଇ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ମାମଲାରେ ଆନ୍ତର୍ଜାତୀୟ ତସ୍କରୀ ଗ୍ୟାଙ୍ଗର ହାତ ରହିଛି ବୋଲି ସନ୍ଦେହ ପ୍ରକାଶ ପାଇଥିବା ବେଳେ, ଏହି ଘଟଣା ଦେଶର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି କହିଛନ୍ତି ବିଧାୟକ ଗୌତମବୁଦ୍ଧ ଦାସ । ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଚାଲିଥିବା ବେଳେ, ଏହା ଦେଶର ସୁରକ୍ଷା ବ୍ୟବସ୍ଥା ସହିତ ଜଡିତ ଥିବାରୁ, ଏହି ମାମଲାର ତଦନ୍ତ ସିବିଆଇ ବା ଏନଆଇଏ ଦ୍ୱାରା କରାଯାଉ ବୋଲି ବିଧାୟକ ଦାବି କରିଛନ୍ତି ।

ଆଜି ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଭୋଗରାଇ ବିଜେଡି ବିଧାୟକ
 ଶ୍ରୀ ଦାସ କହିଥିଲେ, ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଉଦ୍ଧାର ହେବାକୁ ନେଇ ଜନସାଧାରଣଙ୍କ ମନରେ କୌତୁହଳ ସୃଷ୍ଟି ହୋଇଛି । ଓରାଙ୍ଗଉଟାନ ମୁଖ୍ୟତଃ ଇଣ୍ଡୋନେସିଆ ଓ ମାଲେସିଆ ଭଳି ଦେଶ ମାନଙ୍କରେ ଦେଖିବାକୁ ମିଳନ୍ତି । ଏହା ଏକ ବିରଳ ପ୍ରଜାତିର ପ୍ରାଣୀ ହୋଇଥିବା ବେଳେ କିଭଳି ଭାବେ ସୁଦୂର ଇଣ୍ଡୋନେସିଆ ବା ମାଲେସିଆରୁ ଭୋଗରାଇ ପର୍ଯ୍ୟନ୍ତ ଆସିପାରିଲା ? ଏହି ପ୍ରାଣୀ ମାନଙ୍କ ଚାଲାଣ ଆନ୍ତର୍ଜାତୀୟ ବନ୍ୟଜନ୍ତୁ ତସ୍କରୀ ଗ୍ରୁପ ଦ୍ୱାରା କରାଯାଇଛି ବୋଲି ସନ୍ଦେହ କରାଯାଉଛି । ଏହି ଘଟଣା ଦେଶର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଯଦି ଏହି ତସ୍କରୀ ଗ୍ରୁପ ବିରଳ ପ୍ରାଣୀଙ୍କୁ ଏତେ ଦୂର ଆଣିପାରିଲା, ତାହେଲେ ଏହି ପଥ ଦେଇ ଦେଶର ଶତ୍ରୁ ମାନେ ମଧ୍ୟ ପ୍ରବେଶ କରିପାରନ୍ତି । ପାଞ୍ଚ ପାଞ୍ଚଟି ଓରାଙ୍ଗଉଟାନ ଏଠାରେ ପହଞ୍ଚିବାକୁ ନେଇ ଅନେକ ଅସମାହିତ ପ୍ରଶ୍ନ ଘୁରି ବୁଲୁଛି । କୌଣସି ସୁରକ୍ଷା ଅଧିକାରୀଙ୍କ ନଜରରେ ଏମାନେ ଆସି ନଥିଲେ ।

ଶ୍ରୀ ଦାସ ଆହୁରି କହିଥିଲେ, ଚିନ୍ତାର ବିଷୟ ଯେ, ବାଲେଶ୍ୱର ଜିଲ୍ଲାର ଚାନ୍ଦିପୁର ଠାରେ ଗୋଳାବାରୁଦ ପରୀକ୍ଷା କେନ୍ଦ୍ର ରହିଛି ଓ ଏପିଜେ ଅବଦୁଲ କଲାମ ଦ୍ୱିପରେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ରହିଛି । ଅପରାଧୀ ମାନେ ସଫଳତାର ସହିତ ଯଦି ଭୋଗରାଇ ପର୍ଯ୍ୟନ୍ତ ପହଞ୍ଚି ପାରୁଛନ୍ତି ତାହେଲେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ କଷ୍ଟକର ହେବ ନାହିଁ । ଯେହେତୁ ଏହି ଘଟଣା ଦେଶର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି, ଏହାର ତଦନ୍ତ ସିବିଆଇ କିମ୍ୱା ଏନଆଇଏ ଦ୍ୱାରା କରାଯାଉ ।

Previous Post

ବ୍ରିକ୍ସ ସମ୍ମିଳନୀରେ ଚମକିଲା କୋରାପୁଟ କଫି

Next Post

୨ ବର୍ଷରେ ୨୨.୫ ଲକ୍ଷ କୋଟି ନିବେଶ ପ୍ରସ୍ତାବ

Next Post
୨ ବର୍ଷରେ ୨୨.୫ ଲକ୍ଷ କୋଟି ନିବେଶ ପ୍ରସ୍ତାବ

୨ ବର୍ଷରେ ୨୨.୫ ଲକ୍ଷ କୋଟି ନିବେଶ ପ୍ରସ୍ତାବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA