Wednesday, October 28, 2026 03:54 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାଡ଼ି ଆସୁଛି ‘ଅର୍ଣ୍ଣବ’

by Our Correspondent
27 Oct, 2026- 11:02 PM
in Latest News, News
1 min read
0
ମାଡ଼ି ଆସୁଛି ‘ଅର୍ଣ୍ଣବ’

– ଅତି ଭୀଷଣ ରୂପରେ ମାଡିଆସୁଛି
– ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ୍
– ଅଧା ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ସମୁଦ୍ରରୁ ସ୍ଥଳଭାଗମୁହାଁ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ଅଧିକ ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟାର ରୂପ ନେଇଛି । ଏହି ଝଡ଼ ଘଣ୍ଟା ପ୍ରତି ୧୫ କିମି ବେଗରେ ଆନ୍ଧ୍ର ଓ ୟାନମ ଉପକୂଳକୁ ମାଡ଼ି ଆସୁଛି । କାଲି ମଧ୍ୟରାତ୍ରରେ ବାପଟଲା ଓ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଛୁଇଁବ । ସେତେବେଳେ ପବନର ବେଗ ଘଣ୍ଟା ପ୍ରତି ୧୨୫ରୁ ୧୩୫ କିମି ରହିବ । ଝଟକା ପବନ ୧୫୦ କିମି ବେଗରେ ବହିବାର ସମ୍ଭାବନା ଥିବା ଆଇଏମଡି ପକ୍ଷରୁ କୁହାଯାଇଛି ।

ଅର୍ଣ୍ଣବ ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାରେ ଆଜି ସକାଳୁ ଆରମ୍ଭ ହୋଇଯାଇଛି ବର୍ଷା । ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି । ଭୁବନେଶ୍ୱର ଓ ଏହା ଆଖପାଖରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ରାୟଗଡ଼ା, ମାଲକାନଗିରି, କୋରାପୁଟ ଆକାଶ ସକାଳୁ କଳା ବାଦଲରେ ଘୋଡ଼ାଇ ହୋଇଥିଲା । ସେଠାରେ ବର୍ଷା ଆରମ୍ଭ ହୋଇଯାଇଛି ।

ବାତ୍ୟା ପାଇଁ ଦକ୍ଷିଣ ଓଡ଼ିଶାର ୬ ଟି ଜିଲ୍ଲାରେ ସତର୍କତା ବଢ଼ାଇ ଦିଆଯାଇଛି । ଓଡ୍ରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ଟିମ୍ କୁ ସମ୍ପୂର୍ଣ୍ଣ ସଜାଗ ରଖାଯାଇଛି । ତିନି ଦିନ ଅଧା ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ଆସନ୍ତାକାଲି ସାରା ରାଜ୍ୟରେ ଭୀଷଣ ବର୍ଷା ହୋଇପାରେ । ଅତି ଭୀଷଣ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ତିନୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାତ୍ୟା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ପୁରୀ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଜିଠୁ ୨୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ପୁରୀ ଓ ନୟାଗଡ଼ରେ ଆଜି ଓ ଆସନ୍ତାକାଲି ଦୁଇଦିନ ସ୍କୁଲୁ ଛୁଟି ଘୋଷଣା କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରେ ଆଜି ଦିନ ୧ଟାରୁ ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଆସନ୍ତାକାଲି କଟକ ସହରର ସବୁ ସ୍କୁଲ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।

Previous Post

ମୋହନ ସରକାରଙ୍କୁ କେନ୍ଦ୍ର ଚଟକଣି!

Next Post

ନବୀନଙ୍କ ଚିଠିର ଉତ୍ତର ଦେଲେ ମୋହନ

Next Post
ନବୀନଙ୍କ ଚିଠିର ଉତ୍ତର ଦେଲେ ମୋହନ

ନବୀନଙ୍କ ଚିଠିର ଉତ୍ତର ଦେଲେ ମୋହନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA