Thursday, May 7, 2026 05:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବାଚସ୍ପତି ହେଲେ ସୂର୍ଯ୍ୟ ପାତ୍ର

by Our Correspondent
01 Jun, 2019- 12:49 PM
in Latest News, News
1 min read
0
ବାଚସ୍ପତି ହେଲେ ସୂର୍ଯ୍ୟ ପାତ୍ର
ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ବାଚସ୍ପତି ହେଲେ ସୂର୍ଯ୍ୟ ନାରାୟଣ ପାତ୍ର । ଆଜି ବିଧାନସଭାରେ ତାଙ୍କୁ ସର୍ବସମ୍ମତି କ୍ରମେ ବାଚସ୍ପତି ନିର୍ବାଚିତ କରାଯାଇଛି । ଏଥିସହ ୨୨ ତମ ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀ ପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କଂଗ୍ରେସ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ତାଙ୍କୁ ସ୍ୱାଗତ ଜଣାଇ ବାଚସ୍ପତି ଆସନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ ।
ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତି ଚୟନ ନେଇ ପ୍ରସ୍ତାବ ଆଗତ କରିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ଆରୁଖ ପ୍ରସ୍ତାବକୁ ସମର୍ଥନ କରିଥିଲେ । ପରେ ବାଚନିକ ଭୋଟରେ ଶ୍ରୀ ପାତ୍ରଙ୍କୁ ନିର୍ବାଚିତ ଘୋଷଣା କରାଯାଇଥିଲା । ବାଚସ୍ପତି ଭାବେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନାଁକୁ ନେଇ ଗତକାଲିଠାରୁ ଔପଚାରିକତା ଶେଷ ହୋଇଥିଲା । ବିଜେପି କିମ୍ବା କଂଗ୍ରେସ ପକ୍ଷରୁ ଏହି ପଦ ପାଇଁ କାହାରି ନାମ ଦିଆଯାଇ ନ ଥିଲା । ତେବେ ଆଜି ବାଚସ୍ପତି ନିର୍ବାଚନ ବେଳେ ଗୃହରେ ବିଜେପି ବିଧାୟକମାନେ ଅନୁପସ୍ଥିତ ଥିଲେ ।
୭ ଥରର ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଦିଗପହଣ୍ଡି ବିଧାନସଭାସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଛନ୍ତି । ମୋହନାରୁ ସେ ଚାରି ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ଦିଗପହଣ୍ଡିରୁ ଏଥରକୁ ମିଶାଇ ତିନି ଥର ନିର୍ବାଚିତ ହେଲେଣି । ବିଜେଡ଼ି ସରକାରରେ ସେ ଅନେକବାର ମନ୍ତ୍ରୀ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଛନ୍ତି । ଗଲା ମନ୍ତ୍ରୀମଣ୍ଡଳରେ ସେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ ।
Previous Post

ସଫଳତାର ଶ୍ରେୟ ପାଇଲେ ପାଣ୍ଡିଆନ୍

Next Post

କଳ୍ପନା ଦାସଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

Next Post
କଳ୍ପନା ଦାସଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

କଳ୍ପନା ଦାସଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA