Saturday, September 26, 2026 11:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅଚ୍ୟୁତ ସାମନ୍ତଙ୍କୁ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫

by Our Correspondent
18 Apr, 2025- 11:37 PM
in Latest News, News
1 min read
0
ଅଚ୍ୟୁତ ସାମନ୍ତଙ୍କୁ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫  ପ୍ରଦାନ କରାଯାଇଛି। ଆଜି ଆସାମର କୋକ୍ରାଝରଠାରେ ଗୁରୁଦେବ କାଳୀଚରଣ ବ୍ରହ୍ମା ଟ୍ରଷ୍ଟ ପକ୍ଷରୁ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଶିକ୍ଷା ଏବଂ ସାମାଜିକ ସଶକ୍ତିକରଣ ଜରିଆରେ ସମାଜ ପ୍ରତି ଶ୍ରୀ ସାମନ୍ତଙ୍କ ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ପ୍ରଦାନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଆସାମରେ ‘ମେଚ ଗାନ୍ଧୀ’ ଭାବେ ପରିଚିତ ବୋଡ଼ୋ ସଂପ୍ରଦାୟର ବିଶିଷ୍ଟ ସମାଜ ସଂସ୍କାରକ ତଥା ଆଧ୍ୟାତ୍ମିକ ଗୁରୁ ଗୁରୁଦେବ କାଳୀଚରଣ ବ୍ରହ୍ମା ଶିକ୍ଷାର ପ୍ରସାର, ସଂରକ୍ଷଣ ଓ ପ୍ରଚାର ଦିଗରେ ନିଜକୁ ସମର୍ପିତ କରିଦେଇଥିଲେ। ପ୍ରତିବର୍ଷ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ବିଭିନ୍ନ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଆସୁଛି। ଏହି ଆଧ୍ୟାତ୍ମିକ ଗୁରୁଙ୍କ ୧୬୬ତମ ଜନ୍ମବାର୍ଷିକୀ ଅବସରରେ ଶ୍ରୀ ସାମନ୍ତଙ୍କୁ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ପ୍ରଦାନ କରାଯାଇଛି।

ଏହି ପୁରସ୍କାର ବୋଡୋଲ୍ୟାଣ୍ଡର ସମ୍ମାନଜନକ ସମ୍ମାନ ହୋଇଥିବା ବେଳେ ସମାଜ ପ୍ରତି ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ। ଏହି ପୁରସ୍କାରର ଲକ୍ଷ୍ୟ ହେଉଛି ଗୁରୁଦେବ କାଳୀଚରଣ ବ୍ରହ୍ମାଙ୍କ ଦ୍ୱାରା ପ୍ରଦତ୍ତ ଶାନ୍ତି, ସାମାଜିକ ସଂସ୍କାର ଏବଂ ଅହିଂସାର ମୂଲ୍ୟବୋଧକୁ ବଜାୟ ରଖିବା। ସମ୍ମାନ ବାବଦରେ ଶ୍ରୀ ସାମନ୍ତଙ୍କୁ ମାନପତ୍ର, ଉପଢୌକନ ଓ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଶ୍ରୀ ସାମନ୍ତ ଏହି ପୁରସ୍କାର ରାଶିକୁ ଉକ୍ତ ଟ୍ରଷ୍ଟର ଉନ୍ନତିକରଣ ଲାଗି ଦାନ କରିଦେଇଥିଲେ।

ଏହି ସମ୍ମାନ ଗ୍ରହଣ କରି ଶ୍ରୀ ସାମନ୍ତ ଗୁରୁଦେବ କାଳୀଚରଣ ବ୍ରହ୍ମା ଟ୍ରଷ୍ଟକୁ ନିଜର କୃତଜ୍ଞତା ଜଣାଇଛନ୍ତି। ଏହା ସହ ଶିକ୍ଷା ଜରିଆରେ ସମାଜକୁ ସଶକ୍ତ କରିବା ଦିଗରେ ତାଙ୍କର କାର୍ଯ୍ୟ ଆହୁରି ତ୍ୱରାନ୍ୱିତ ହେବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଟ୍ରଷ୍ଟର ସଭାପତି ଅଜିତ ବୋରୋଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ।

Previous Post

ଭୁବନେଶ୍ୱରରେ ତୃପ୍ତି କିଆର ନୂତନ ଶୋ’ରୁମ୍

Next Post

ସମସ୍ତଙ୍କର ଅତିପ୍ରିୟ ‘ରତି ଭାଇ’ ଚାଲିଗଲେ

Next Post
ସମସ୍ତଙ୍କର ଅତିପ୍ରିୟ ‘ରତି ଭାଇ’ ଚାଲିଗଲେ

ସମସ୍ତଙ୍କର ଅତିପ୍ରିୟ 'ରତି ଭାଇ' ଚାଲିଗଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA