Tuesday, May 13, 2025 10:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅନ୍ତର୍ଜାତୀୟ ଭଲିବଲ୍‍ ସଂଘର ୩୮ତମ ବିଶ୍ୱ କଂଗ୍ରେସରେ ଅଚ୍ୟୁତ ସାମନ୍ତ

ଭାରତରେ ଭଲିବଲ୍‍ର ବିକାଶ ଆଶା ଉଜ୍ଜ୍ୱଳ

by Our Correspondent
23 Sep, 2022- 07:45 PM
in Latest News, News
1 min read
0
ଅନ୍ତର୍ଜାତୀୟ ଭଲିବଲ୍‍ ସଂଘର ୩୮ତମ ବିଶ୍ୱ କଂଗ୍ରେସରେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର: ଭାରତରେ ଭଲିବଲ୍‍ର ବିକାଶ ଆଶା ଉଜ୍ଜ୍ୱଳ ବୋଲି ଭାରତୀୟ ଭଲିବଲ୍‍ ସଂଘର ସଭାପତି ଅଚ୍ୟୁତ ସାମନ୍ତ କହିଛନ୍ତି । ନେଦରଲାଣ୍ଡରେ ଶୁକ୍ରବାର ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି)ର ୩୮ତମ ବିଶ୍ୱ କଂଗ୍ରେସରେ ଯୋଗଦେଇ ଭାରତ ବିଶେଷ କରି ଓଡ଼ିଶାରେ କିଭଳି ଭଲିବଲ୍‍ ଅଧିକ ପ୍ରସାର ଲାଭ କରିବ ସେ ନେଇ ଶ୍ରୀ ସାମନ୍ତ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶ୍ୱର ବିଭିନ୍ନ ସଦସ୍ୟ ରାଷ୍ଟ୍ରରୁ ଆସିଥିବା ୨୨୨ ଭଲିବଲ୍‍ ସଂଘ ଓ କନ୍‍ଫେଡେରେସନ୍‍ର ସଭାପତି ଯୋଗଦେଇଛନ୍ତି । ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି କଂଗ୍ରେସରେ ଭଲିବଲ୍‍ର ବିକାଶ ନେଇ ବ୍ୟାପକ ଆଲୋଚନା ହେବ ।

ଏହି ଅବସରରେ ଏଫ୍‍ଆଇଭିବି ସହଯୋଗରେ କିଟ୍‍ ଓ କିସ୍‍ରେ ଏକ ଜାତୀୟ ଭଲିବଲ୍‍ ଆକାଡେମୀ ଓ କିସ୍‍କୁ ଏଫ୍‍ଆଇଭିବି ଭଲିବଲ୍‍ ଫର ସ୍କୁଲ୍‍ର ଭାରତୀୟ ନୋଡାଲ୍‍ ସେଣ୍ଟର କରିବା ପାଇଁ ଶ୍ରୀ ସାମନ୍ତ ଏଫଆଇଭିବିକୁ ପ୍ରସ୍ତାବ ଦେଇଥିଲେ । ଏହା ସହ ଏଫଆଇଭିବିର ପରବର୍ତ୍ତୀ ବିଶ୍ୱ କଂଗ୍ରେସ ଭୁବନେଶ୍ୱରରେ ଆୟୋଜନ ପାଇଁ ଏଫଆଇଭିବିକୁ ଅନୁରୋଧ କରିଥିଲେ । ଭଲିବଲ୍‍ କୋଚ ଓ ଟେକ୍‍ନିକାଲ୍‍ ଅଫିସରଙ୍କୁ ରିଫ୍ରେସର କୋର୍ସ ପ୍ରଦାନ କରିବା ପାଇଁ ଭୁବନେଶ୍ୱରରେ ଏଫ୍‍ଆଇଭିବିର ଏକ ଆଞ୍ଚଳିକ ବିକାଶ କେନ୍ଦ୍ର ସ୍ଥାପନା ନିମନ୍ତେ ମଧ୍ୟ ଶ୍ରୀ ସାମନ୍ତ ଦାବି ଉପସ୍ଥାପନ କରିଥିଲେ ।

ଏହି ଅବସରରେ ଶ୍ରୀ ସାମନ୍ତ ଅନ୍ତର୍ଜାତୀୟ ଭଲିବଲ୍‍ ସଂଘର ସଭାପତି ଆରି ଗ୍ରାକା, ଏଫ୍‍ଆଇଭିବିର ଜେନେରାଲ୍‍ ଡାଇରେକ୍ଟର ଫାବିଓ ଆଜେଭେଦୋଙ୍କ ସମେତ ବିଶ୍ୱର ବିଭିନ୍ନ ସଦସ୍ୟ ରାଷ୍ଟ୍ରରୁ ଆସିଥିବା ୨୨୨ ଭଲିବଲ୍‍ ସଂଘ ଓ ଫେଡେରେସନ୍‍ର ସଭାପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ୩୮ତମ ଏଫ୍‍ଆଇଭିବିର ଆଲୋଚନାଚକ୍ରରେ ବିଶ୍ୱରେ ଭଲିବଲର ବିକାଶ ନେଇ ବ୍ୟାପକ ଆଲୋଚନା କରାଯିବ । ଏଥିରୁ ଭାରତକୁ ଅନେକ ସୁଫଳ ମିଳିବ ବୋଲି ଶ୍ରୀ ସାମନ୍ତ ଆଶା ପୋଷଣ କରିଛନ୍ତି ।

Previous Post

ଦିଲ୍ଲୀପ ତିର୍କୀ ହକି ଇଣ୍ଡିଆ ସଭାପତି

Next Post

ମନ୍ତ୍ରୀମାନେ ଭୂଆଁ ବୁଲାଉଛନ୍ତି କି?

Next Post
ମନ୍ତ୍ରୀମାନେ ଭୂଆଁ ବୁଲାଉଛନ୍ତି କି?

ମନ୍ତ୍ରୀମାନେ ଭୂଆଁ ବୁଲାଉଛନ୍ତି କି?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA