ଭୁବନେଶ୍ୱର: କୃଷି କ୍ଷେତ୍ର ପାଇଁ ୨୪, ୮୨୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ପ୍ରଥମେ ସ୍ୱତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଥିଲେ । କୃଷି ବଜେଟ୍ ର ମୁଖ୍ୟାଶଂ..
-
କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ
-
ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ
-
କାଳିଆ ସହାୟତା ପାଇଁ ୧୮୭୯ କୋଟି ଟଙ୍କା ବ୍ୟୟବରାଦ
-
ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କା
-
ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟିର ବ୍ୟୟବରାଦ
-
କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ
-
କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ
-
ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି
-
ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ
-
ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି
-
ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟି
-
୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟି
-
ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି
-
ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟି
-
ଆଉ ୪୫୦ଟି ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ୧୮୧ କୋଟି ବ୍ୟୟବରାଦ
-
ଲୁଣା ବନ୍ଧ ସୁଦୃଢ଼ୀକରଣ ପାଇଁ ବଜେଟରେ ୯୬୧ କୋଟି
-
କାଳିଆ ଯୋଜନାରେ ଚାଷୀ ଋଣ ସୁଧ ରିହାତି ପାଇଁ ୮୩୬ କୋଟି
-
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରାପ୍ୟ ପ୍ରଦାନ ପାଇଁ ୬ଶହ କୋଟି
-
ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ