Thursday, December 11, 2025 05:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିସ୍ଥାପିତଙ୍କ ପାଇଁ କଂଗ୍ରେସ ଲଢ଼ିବ : ଭକ୍ତ ଦାସ

by Our Correspondent
31 Jul, 2025- 11:25 PM
in Latest News, News
1 min read
0
ବିସ୍ଥାପିତଙ୍କ ପାଇଁ କଂଗ୍ରେସ ଲଢ଼ିବ : ଭକ୍ତ ଦାସ

ଭୁବନେଶ୍ୱର : ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଗଠନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଚ୍ଛାସେବୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି ହ୍ୟୁମାନ ରାଇଟ୍ସ ଓଡିଶା ସଭାପତିଙ୍କ ଉପସ୍ଥିତିରେ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।

ସଭା ଆରମ୍ଭରେ ହ୍ୟୁମାନ ରାଇଟ ସଙ୍ଘ ସଭାପତି ଶ୍ରୀ ଶତପଥୀ କର୍ମକର୍ତ୍ତାଙ୍କ ପରିଚୟ ପ୍ରଦାନ କରି ଆମ ସଙ୍ଘ, କଂଗ୍ରେସ ସଭାପତି ଶ୍ରୀ ଦାସଙ୍କ ନେତୃତ୍ୱ ପ୍ରତି ଦୃଢ ଆସ୍ଥା ନେଇ ଆସିଛି । କଂଗ୍ରେସ ବିଚାରଧାରା ସହିତ ଆମେ ଲୋକଙ୍କ ଅଧିକାର ଏବଂ ସମସ୍ୟାର ସମାଧାନ ପାଇଁ ତୃଣମୂଳ ସ୍ତରରେ କାର୍ଯ୍ୟକରିବୁ ବୋଲି ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ ।

ପିସିସି ସଭାପତି ଶ୍ରୀ ଦାସ ହ୍ୟୁମାନ ରାଇଟ୍ସର ସଭାକୁ ଉଦବୋଧନ ଦେଇ କହିଲେ ଯେ ରାଜ୍ୟର ୨୦ ଲକ୍ଷ ହିତାଧିକାରୀ ପଟ୍ଟା ପାଇବା ପାଇଁ ହକଦାର ଅଛନ୍ତି କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ସେଇ ଅଧିକାର ସେମାନେ ପାଇ ନାହାନ୍ତି । ସରକାର ଲକ୍ଷ ଲକ୍ଷ ଏକର ଜମି କମ୍ପାନୀ ମାନଙ୍କୁ ଦେଉଥିବା ବେଳେ ଆଦିବାସୀ, ଅଣ ଆଦିବାସୀଙ୍କୁ ତାଙ୍କ ନ୍ୟାଯ୍ୟ ଅଧିକାର ଦେଉନାହିଁ । ଖଣି ଖାଦାନ ପାଇଁ ହଜାର ହଜାର ଲୋକଙ୍କୁ ବିନା ସରକାରୀ ଭରଣାରେ ନିଜ ଜଙ୍ଗଲ ଜମିରୁ ବିସ୍ଥାପିତ କରାଯାଉଛି ଏବଂ ଏଥିପାଇଁ ଏମାନଙ୍କ ଅବସ୍ଥା ଅତ୍ୟନ୍ତ ଦୟନୀୟ । ବେଆଇନ ବିସ୍ଥାପନ, ଉତ୍କଟ ବେକାରୀ ସମସ୍ୟା ଏବଂ ନାରୀ ନିର୍ଯାତନା ବିରୁଦ୍ଧରେ ଘୋର ସଂଗ୍ରାମରେ ଅବତୀର୍ଣ ହେବାକୁ ପଡ଼ିବ ବୋଲି ହ୍ୟୁମାନ ରାଇଟ୍ସ ସ୍ବେଛାସେବୀ ମାନଙ୍କୁ ପିସିସି ସଭାପତି ଶ୍ରୀ ଦାସ ଆହ୍ୱାନ ଦେଇଛନ୍ତି ।

ଉପକୂଳରେ ବର୍ତ୍ତମାନ କଂଗ୍ରେସ ଖୁବ ସକ୍ରିୟ ହେଲାଣି, ପ୍ରତ୍ୟେକ ଜିଲ୍ଲାରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଏବେ ଉତ୍ସାହ ଜାଗ୍ରତ ହୋଇଛି, ମିଶ୍ରଣ ପର୍ବ ଚାଲିଛି । ସମସ୍ତଙ୍କ ସହଯୋଗରେ କଂଗ୍ରେସ ଶକ୍ତିଶାଳୀ ହୋଇ ପାରିବ । ସବଳ ହେଲେ ଆମେ ବିସ୍ଥାପିତ ଏବଂ ନାରୀଙ୍କ ପାଇଁ ଲଢେଇ କରି ତାଙ୍କୁ ନ୍ୟାୟ ପ୍ରଦାନ କରିପାରିବା ।

ଏଆଇସିସି ହ୍ୟୁମାନ ରାଇଟ୍ସର ସୁଖ ଦୁଃଖରେ କଂଗ୍ରେସ ସର୍ବଦା ଅଛି ତେଣୁ ଭବିଷ୍ୟତ କାର୍ଯ୍ୟପନ୍ଥା ସଠିକ ନିର୍ଣ୍ଣୟ କରି ଆଗକୁ କାର୍ଯ୍ୟ କରିବାକୁ ପରାମର୍ଶ ଦେବା ସହ ଅନେକ ଦୂରରୁ ସମସ୍ତେ ଉତ୍ସାହ ସହ ଆସିଥିବାରୁ ପିସିସି ସଭାପତି ଶ୍ରୀ ଦାସ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

ଏହି ସଭା ମଞ୍ଚରେ ପିସିସି ସଭାପତି ଶ୍ରୀ ଦାସଙ୍କ ସହ ହ୍ୟୁମାନ ରାଇଟ ଓଡିଶା ସଭାପତି ସୁରେନ ଶତପଥୀ, ଉପସଭାପତି ଡକ୍ଟର ଯତୀନ ଦିଗାଳ ଓ  ଦେବୀ ପ୍ରସାଦ ମିଶ୍ର, ସଂଯୋଜକ ରାଜକିଶୋର ସାହୁ, ଅମିତ ମହନ୍ତ, ବାବୁ ଦଳବେହେରା ମଞ୍ଚାସୀନ ଥିଲେ ।

Previous Post

ଅପରାଧୀ ଉପରମୁହାଁ, ସରକାର ଉପାୟଶୂନ୍ୟ: ବିଜେଡି

Next Post

ଓଡ଼ିଶାର ୩୫ ଲକ୍ଷ ଚାଷୀଙ୍କୁ ପିଏମ୍ କିଷାନ କିସ୍ତି

Next Post
ଓଡ଼ିଶାର ୩୫ ଲକ୍ଷ ଚାଷୀଙ୍କୁ ପିଏମ୍ କିଷାନ କିସ୍ତି

ଓଡ଼ିଶାର ୩୫ ଲକ୍ଷ ଚାଷୀଙ୍କୁ ପିଏମ୍ କିଷାନ କିସ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19125 shares
    Share 7650 Tweet 4781
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5806 shares
    Share 2322 Tweet 1452
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA