Thursday, May 21, 2026 07:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିଟ୍‌ ବିଶ୍ୱବିଦ୍ୟାଳୟକୁ ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର ୨୦୨୦

by Our Correspondent
17 Sep, 2020- 06:16 PM
in Latest News
1 min read
0
କିଟ୍‌ ବିଶ୍ୱବିଦ୍ୟାଳୟକୁ ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର ୨୦୨୦

ଭୁୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟକୁ ଏଆଇସିଟିଇ ପକ୍ଷରୁ ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର ୨୦୨୦ ପ୍ରଦାନ କରାଯାଇଛି । କୋଭିଡ୍‌ ସମୟରେ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ସକାଶେ କିଟ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ୧୩ଟି ବିଭିନ୍ନ କ୍ୟାଟେଗୋରୀରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ କୋଭିଡ଼ ପରବର୍ତ୍ତୀ ପୁନର୍ବିକାଶ ଓ ଥଇଥାନ ପାଇଁ କିଟ୍‌ ବିଶ୍ୱବିଦ୍ୟାଳୟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ଏହି ବିଭାଗରେ ଭାରତର ପ୍ରଥମ ଓ ଏକମାତ୍ର ଅନୁଷ୍ଠାନ ଭାବେ କିଟ୍‌ ବିଶ୍ୱବିଦ୍ୟାଳୟକୁ ପୁରସ୍କାର ପ୍ରଦାନ କରାଯାଇଛି । କୋଭିଡ଼ ସମୟରେ ଯେଉଁ ଅନୁଷ୍ଠାନମାନେ ଭଲ କାମ କରିଛନ୍ତି ସେହି ଅନୁଷ୍ଠାନଗୁଡ଼ିକର କାର୍ଯ୍ୟକୁ ଏଆଇସିଟିଇ ସ୍ୱୀକୃତି ପ୍ରଦାନ କରିଛି । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ଏଆଇସିଟିଇ ବିଭିନ୍ନ ଅନୁଷ୍ଠାନ ମଧ୍ୟରେ ‘ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର-୨୦୨୦’ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।

ଦେଶର ବୃଦ୍ଧି ଓ ବିକାଶ ପାଇଁ ଯୁବଗୋଷ୍ଠୀ ଓ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ଦିଗରେ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏଥିରେ ବିଭିନ୍ନ ବିଭାଗରେ ଅନୁଷ୍ଠାନ ଓ ଛାତ୍ରଛାତ୍ରୀଙ୍କ ବିଶେଷ ସୃଜନଶୀଳ ଦକ୍ଷତା ଓ କାର୍ଯ୍ୟ ପାଇଁ ଆଜି ଏକ ଭର୍ଚୁଆଲ୍‌ କାର୍ଯ୍ୟକ୍ରମରେ ପୁରସ୍କାର ଘୋଷଣା କରାଯାଇଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ, ଏଆଇସିଟିଇ ଅଧ୍ୟକ୍ଷ ପ୍ରଫେସର ଅନୀଲ୍‌ ଡି ସହସ୍ରବୁଦେ୍ଧଙ୍କ ସମେତ ବହୁ ବିଶିଷ୍ଟ ଶିକ୍ଷାବିତ୍‌ଙ୍କ ଉପସ୍ଥିତିରେ ପୁରସ୍କାର ପ୍ରଦାନ କରାଯାଇଥିଲା ।

Previous Post

ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

Next Post

ନିଦ ଭାଙ୍ଗିଲା: ଟ୍ୱିନସିଟିରେ କଡ଼ା ହେଲା କୋଭିଡ୍ କଟକଣା

Next Post
ନିଦ ଭାଙ୍ଗିଲା: ଟ୍ୱିନସିଟିରେ କଡ଼ା ହେଲା କୋଭିଡ୍ କଟକଣା

ନିଦ ଭାଙ୍ଗିଲା: ଟ୍ୱିନସିଟିରେ କଡ଼ା ହେଲା କୋଭିଡ୍ କଟକଣା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA