Sunday, June 28, 2026 09:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୭୫୭୯ଟି ଯାକ ମିନି ଅଙ୍ଗନବାଡି କେନ୍ଦ୍ର ହେଲା ନିୟମିତ

ବାରକୋଟରେ ହେବ ଜେଏମଏଫସି କୋର୍ଟ

by Our Correspondent
16 Oct, 2023- 07:04 PM
in Latest News, News
1 min read
0
୭୫୭୯ଟି ଯାକ ମିନି ଅଙ୍ଗନବାଡି କେନ୍ଦ୍ର ହେଲା ନିୟମିତ

ଭୁବନେଶ୍ୱର: ରାଜ୍ୟରେ ଥିବା ସମସ୍ତ ୭୫୭୯ ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ କେନ୍ଦ୍ର ଭାବେ ଉନ୍ନୀତ କରାଯାଇଛି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଏହାଦ୍ୱାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନତୀକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ରହିଛି ।

ସୂଚନାଥାଉକି, ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି ।

ଦେବଗଡ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।

 

Previous Post

ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

Next Post

ପୁରୀରେ କଂଗ୍ରେସର ବିଶାଳ ରାଲି

Next Post
ପୁରୀରେ କଂଗ୍ରେସର ବିଶାଳ ରାଲି

ପୁରୀରେ କଂଗ୍ରେସର ବିଶାଳ ରାଲି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA