Friday, April 17, 2026 06:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମାଟ୍ରିକ୍, +୨ ପରୀକ୍ଷା ସ୍ଥଗିତ

୧୯ ତାରିଖରୁ ସବୁ ସ୍କୁଲ୍, ହଷ୍ଟେଲ୍ ବନ୍ଦ

by Our Correspondent
15 Apr, 2021- 04:06 PM
in Latest News, News
1 min read
0
ମାଟ୍ରିକ୍, +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: କରୋନା ଯୋଗୁଁ ଓଡ଼ିଶାରେ ମାଟ୍ରିକ୍ ଓ +୨ ପରୀକ୍ଷା ସ୍ଥଗିତ ହୋଇଛି । ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ପରିସ୍ଥିତି ସୁଧୁରିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଅନ୍ୟପକ୍ଷରେ ଆସନ୍ତା ୧୯ ତାରିଖରୁ ରାଜ୍ୟର ସବୁ ଓଡ଼ିଆ, ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ୱାରା ପରିଚାଳିତ ହଷ୍ଟେଲ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

କରୋନା ହୁ ହୁ ହୋଇ ବଢ଼ୁଥିବାରୁ ଚଳିତବର୍ଷର ମାଟ୍ରିକ୍ ଓ +୨ ପରୀକ୍ଷାକୁ ନେଇ ସଂଶୟ ସୃଷ୍ଟି ହୋଇଥିଲା । ଗତକାଲି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକ୍ରମେ ସିବିଏସଇ ପରିଚାଳିତ ଦଶମ ପରୀକ୍ଷା ବାତିଲ ଏବଂ ଦ୍ୱାଦଶ ପରୀକ୍ଷା ଘୁଞ୍ଚିବା ପରେ ଓଡ଼ିଆ ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଥିଲେ । ଛାତ୍ରଛାତ୍ରୀମାନଙ୍କର ସ୍ୱାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥଗିତ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ମେ’ ୩ ରୁ ହେବାର ଥିଲା । ସେହିଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା +୨ ପରୀକ୍ଷା ମେ’ ୧୮ ତାରିଖରୁ ଆରମ୍ଭ ହୋଇଥାନ୍ତା । କୋଭିଡ୍ ପରିସ୍ଥିତିରେ ଉନ୍ନତି ଆସିବା ପରେ ଜୁନ୍ ପ୍ରଥମ ସପ୍ତାହରେ ସମୀକ୍ଷା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ଅନ୍ୟଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକ୍ରମେ, ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢ଼ୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବନି । ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ୍ ଆସନ୍ତା ୧୯ ତାରିଖରରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ ।

ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।

ସେହିଭଳି ସିବିଏସଇ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ନିମନ୍ତେ ଗତକାଲି(୧୪ ତାରିଖ) ରୁ ସିବିଏସଇ ପକ୍ଷରୁ ଜାରି ହୋଇଥିବା ନିଦେ୍ର୍ଦଶ କାର୍ଯ୍ୟକାରୀ ହେବ ।

Previous Post

ସୋଆ ପକ୍ଷରୁ ‘ସାରୋଳଦାସ ମହାଭାରଥ’ର ପାଠ ଆଧାରିତ ସଂସ୍କରଣ ପ୍ରକାଶିତ

Next Post

ଶୁକ୍ରବାରଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

Next Post
ଶୁକ୍ରବାରଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଶୁକ୍ରବାରଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA