Tuesday, April 28, 2026 10:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଧର୍ମେନ୍ଦ୍ରଙ୍କ ପାଇଁ ପ୍ରଚାର କରୁଛନ୍ତି ଆଇଏଫଏସ୍ ବିନୟ ପ୍ରଧାନ!

ଇସିଙ୍କ ନିକଟରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

by Our Correspondent
03 May, 2024- 08:14 PM
in Latest News, News, Politics
1 min read
0
ଧର୍ମେନ୍ଦ୍ରଙ୍କ ପାଇଁ ପ୍ରଚାର କରୁଛନ୍ତି ଆଇଏଫଏସ୍ ବିନୟ ପ୍ରଧାନ!

ଭୁବନେଶ୍ୱର: ନ୍ୟୁୟର୍କରେ ଭାରତୀୟ କନସୁଲେଟ ଜେନେରାଲ ଭାବେ ଅବସ୍ଥାପିତ ଆଇଏଏଫ ଅଫିସର ବିନୟ ଶ୍ରୀକାନ୍ତ ପ୍ରଧାନଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛି ବିଜେଡି । ସମ୍ବଲପୁରରେ ବିଜେପିର ଲୋକସଭା ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ପ୍ରଚାରରେ ସେ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି । ଯାହା କି ସରକାରୀ ଆଚରଣ ବିଧିର ଘୋର ଉଲ୍ଲଂଘନ । ଏହା ଉପରେ ତୁରନ୍ତ ପଦକ୍ଷେପ ନେବାକୁ ଭାରତର ନିର୍ବାଚନ ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ।

ବିଜେଡି ମୁଖ୍ୟପାତ୍ର ଡ. ସସ୍ମିତ୍ ପାତ୍ର ଗଣମାଧ୍ୟମକୁ କହିଛନ୍ତି, ଆଇଏଏଫ ଅଫିସର ବିନୟ ଶ୍ରୀକାନ୍ତ ପ୍ରଧାନ ସମ୍ବଲପୁର ସଂସଦୀୟ ନିର୍ବାଚନମଣ୍ଡଳୀ ସୀମା ମଧ୍ୟରେ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନ ପ୍ରଚାର ପରିଚାଳନା କରୁଛନ୍ତି । ଏହା ଆଦର୍ଶ ଆଚରଣ ବିଧି ଏବଂ ଭାରତର ନିର୍ବାଚନ ଆୟୋଗଙ୍କ ଗାଇଡଲାଇନକୁ ଉଲ୍ଲଂଘନ କରୁଛି । ଏ ନେଇ ୨୦୨୪ ଏପ୍ରିଲ ୨୪ ତାରିଖରେ ଭାରତର ମୁଖ୍ୟ ନିର୍ବାଚନ କମିସନର, ନିର୍ବାଚନ କମିସନର, ଭାରତ ସରକାରଙ୍କ କ୍ୟାବିନେଟ୍ ସଚିବ ଏବଂ ବୈଦେଶିକ ସଚିବଙ୍କୁ ଅବଗତ କରାଯାଇଥିଲା ।

୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଥିବା ବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଫ୍ ଅଫ୍ ଷ୍ଟାଫ୍(ଓଏସଡି/ବ୍ୟକ୍ତିଗତ ସଚିବ) ଭାବେ କାର୍ଯ୍ୟ କରୁଥିବା ବିନୟ ପ୍ରଧାନ ଏବେ ବି ତାଙ୍କ ସହ ଘନିଷ୍ଠ ସମ୍ପର୍କରେ ଅଛନ୍ତି ଏବଂ ମାସାଧିକ କାଳ ଛୁଟିରେ ରହି ତାଙ୍କର ନିର୍ବାଚନ ପ୍ରଚାରରେ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି । କନସୁଲ ଜେନେରାଲ ପାହ୍ୟାରେ ଥିବା ଜଣେ ବରିଷ୍ଠ ଅଧିକାରୀଙ୍କ ଏଭଳି କାର୍ଯ୍ୟ ଅଶୋଭନୀୟ ଏବଂ ଜନ ପ୍ରତିନିଧି ଆଇନ, ୧୯୫୧ ର ଉଲ୍ଲଂଘନ ବୋଲି ଡ. ପାତ୍ର ଦର୍ଶାଇଛନ୍ତି ।

ଏହାର ଉପଯୁକ୍ତ ତଦନ୍ତ କରାଇ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି ।

ତେବେ ଏ ସମ୍ପର୍କରେ ଧର୍ମେନ୍ଦ୍ର ପ୍ରଧାନ କିମ୍ବା ବିଜେପି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।

 

Previous Post

ବାଲିଗୁଡାରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

Next Post

ମିଶନ ଶକ୍ତିରୁ ହଟିଲେ ସୁଜାତା କାର୍ତ୍ତିକେୟନ୍

Next Post
ମିଶନ ଶକ୍ତିରୁ ହଟିଲେ ସୁଜାତା କାର୍ତ୍ତିକେୟନ୍

ମିଶନ ଶକ୍ତିରୁ ହଟିଲେ ସୁଜାତା କାର୍ତ୍ତିକେୟନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA