Friday, January 16, 2026 01:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

by Our Correspondent
01 Sep, 2025- 11:51 PM
in Latest News, News
1 min read
0
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

ଭୁବନେଶ୍ୱର: ଦେଶରେ ବହୁଳ ଭାବେ ଆଦୃତି ଲାଭ କରିଥିବା ଭକ୍ତିଭାବପୂର୍ଣ୍ଣ ମ୍ୟୁଜିକ ଭିଡ଼ିଓ ‘ଭୋଲେନାଥ‘ର ଗାୟକ ଏବଂ ଅଭିନେତା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ର ଅନୁରାଗ କୀର୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ରୁ ଇନ୍ଫର୍ମେସନ୍ ଟେକ୍ନୋଲଜିରେ ଶିକ୍ଷା ଲାଭ କରି ୨୦୧୫ରେ କୀର୍ତି ପାସ କରିଥିଲେ । ଆଇଟିଇଆରରେ ଅଧ୍ୟୟନ କରୁଥିବା ବେଳେ ସେ ବିଭିନ୍ନ ସାଂସ୍କୃତିକ ଏବଂ କଳାତ୍ମକ କାର୍ଯ୍ୟରେ ନିଜକୁ ସଂଶ୍ଳିଷ୍ଟ ରଖିଥିଲେ । ବର୍ତମାନ ସେ ଭାରତର ଏକ ଅଗ୍ରଣୀ ମଲ୍ଟିନ୍ୟାସ୍ନାଲ୍ କମ୍ପାନୀରେ ଟ୍ୟାଲେଂଟ ଆକ୍ୟୁଜିସନ୍ ଲିଡ ଭାବେ କାର୍ଯ୍ୟରତ ଅଛନ୍ତି । ପ୍ରଫେସର ନାୟକ କୀର୍ତିଙ୍କୁ ତାଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତରେ ତାଙ୍କର ଉତରୋତର ସଫଳତା କାମନା କରିଥିଲେ ।

ଜି ମ୍ୟୁଜିକ୍ ବ୍ୟାନରରେ ମୁକ୍ତି ଲାଭ କରିଥିବା କୀର୍ତିଙ୍କର ଭକ୍ତିଭାବପୂର୍ଣ୍ଣ ମ୍ୟୁଜିକ ଭିଡ଼ିଓ ‘ଭୋଲେନାଥ‘ ସଂଗୀତକୁ ବିଶିଷ୍ଟ ଗୀତିକାର ତଥା ସଂଗୀତ ନିର୍ଦ୍ଦେଶକ କୌଶଳ କିଶୋର ପ୍ରସ୍ତୁତ କରିଥିବା ବେଳେ ସଂଗୀତ ପ୍ରେମୀଙ୍କ ମଧ୍ୟରେ ଏହା ଖୁବ୍ ପ୍ରଶଂସିତ ହେବାରେ ଲାଗିଛି ।

ନିଜ ଯାତ୍ରା ସମ୍ପର୍କରେ ଉଲ୍ଲେଖ କରି କୀର୍ତି କହିଛନ୍ତି ଯେ ସେ ପ୍ରାୟ ଗୋଟିଏ ଦଶନ୍ଧି ଓଡ଼ିଶାରେ ବିତାଇଥିବା ବେଳେ ରାଜ୍ୟର ବଳିଷ୍ଠ ସଂସ୍କୃତି ଏବଂ ଓଡ଼ିଆ ଭାଷା ପ୍ରତି ବେଶ ଆକୃଷ୍ଟ ହୋଇଥିଲେ । “ଓଡ଼ିଶା ମୋତେ ବହୁତ କିଛି ଶିଖାଇଛି ଏବଂ ମୋର ଏହି ରାଜ୍ୟ ଏବଂ ଏହାର ଲୋକଙ୍କ ପାଇଁ ଯଥେଷ୍ଟ ସମ୍ମାନ ରହିଛି” ବୋଲି ସେ କହିଥିଲେ ।

Previous Post

ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
 ସ୍ୱର ହୁଅ: ନବୀନ

Next Post

ନକରାତ୍ମକତା ବିରୋଧରେ ଏକଜୁଟ ପାଇଁ ଆହ୍ୱାନ

Next Post
ନକରାତ୍ମକତା ବିରୋଧରେ ଏକଜୁଟ ପାଇଁ ଆହ୍ୱାନ

ନକରାତ୍ମକତା ବିରୋଧରେ ଏକଜୁଟ ପାଇଁ ଆହ୍ୱାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA