ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା
ଭୁବନେଶ୍ୱର: ସଚିବ ସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରାବଧାନ ଅନୁସାରେ ଚଳିତ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର...
Read more








