ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ
ପୁରୀ: ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ଏକ ମାସ ଅର୍ଥାତ୍ ୪୦ ଦିନ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ । ଏହି ନିଲମ୍ବନ ସମୟ ଭିତରେ...
Read more








