ଲଗାତାର ୧୮ବର୍ଷ ଧରି କିସ୍ର ଶତ ପ୍ରତିଶତ ସଫଳତା
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍ ହାର ୯୪.୯୩% ରହିଥିବା ବେଳେ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସେସ୍ (କିସ୍)ର ଫଳାଫଳ ଶତ ପ୍ରତିଶତ ହୋଇଛି।...
Read more








