Our Correspondent

ବାଲିଅନ୍ତାଠାରେ ବିଜେଡି ପାଳିଲା ରାଜ୍ୟସ୍ତରୀୟ ଅକ୍ଷୟ ତୃତୀୟା ଦିବସ

ଭୁବନେଶ୍ୱର : ଗୀତ ଗୋବିନ୍ଦର ରଚୟିତା ଜୟଦେବଙ୍କ ଜନ୍ମମାଟି ଜୟଦେବ ନିର୍ବାଚନ ମଣ୍ଡଳୀଠାରେ ଚାଷୀମାନଙ୍କ ଗଣପର୍ବ ରାଜ୍ୟସ୍ତରୀୟ ଅକ୍ଷୟ ତୃତୀୟା ଉତ୍ସବ ବିଜୁ ଜନତା ଦଳ ତରଫରୁ ବାଲିଅନ୍ତା ବ୍ଲକ ପୁରୁଣା ପ୍ରଧାନ ଗ୍ରାମ ପଞ୍ଚାୟତଠାରେ ମହାସମାରୋହରେ ପାଳନ କରାଯାଇଅଛି ।...

Read more

ସୋଆରେ ଷ୍ଟାର୍ଟ-ଅପ୍ କନକ୍ଲେଭ୍ ‘ଇମ୍ପଲ୍ସ’

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡି ଟୁ ବି ବିଶ୍ୱବିଦ୍ୟାଳୟ ଏବଂ ଷ୍ଟାର୍ଟ-ଅପ୍ ଓଡ଼ିଶାର ମିଳିତ ସହଯୋଗରେ ମଙ୍ଗଳବାର ବିଶ୍ୱବିଦ୍ୟାଳୟ ପରିସିରରେ ଏକ ଦିବସୀୟ କନକ୍ଲେଭ୍ ‘ଇମ୍ପଲ୍ସ’ ଆୟୋଜିତ ହୋଇଯାଇଛି । ଏଥିରେ ଯୁବ ଉଦ୍ୟୋଗୀ, ଷ୍ଟାର୍ଟ-ଅପ୍ ବିଶେଷଜ୍ଞ ଓ...

Read more

ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନ

ଭୁବନେଶ୍ୱର: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଦ୍ୱାରା ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର (INWEC - ICC National Women 's Entrepreneurship Council ) ୧୦୦ ବର୍ଷ ପୂର୍ତ୍ତି ସମାରୋହର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି...

Read more

୫୧ ଲକ୍ଷ ଚାଷୀ ପାଇଲେ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା

ଭୁବନେଶ୍ୱର: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ୱିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀ ମାନଙ୍କ ଅମଳ ଓ ରୋଜଗାର...

Read more

ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ଆଲୋଚନା

ଭୁବନେଶ୍ୱର: କିସ୍ ଜରିଆରେ ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିଟ୍‍-କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ଆଲୋଚନା ହୋଇଛି । ଏ ସମ୍ପର୍କରେ ଆଲୋଚନା ପାଇଁ କିଟ୍‍ ଓ କିସ୍‍ ପକ୍ଷରୁ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ  ସୁଇଜରଲ୍ୟାଣ୍ଡ ସ୍ଥିତ ଏଫ୍‍ଆଇଭିବି ମୁଖ୍ୟାଳୟକୁ...

Read more

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଇଟିଇଆରର ପୁରାତନ ଛାତ୍ର ତଥା ଓଡ଼ିଶା ସୋସାଇଟି ଅଫ୍ ୟୁକେର ସମ୍ପାଦକ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ମଙ୍ଗଳବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ୨୦୧୦ ବ୍ୟାଚର ଛାତ୍ର ତଥା ରାଇଡ୍‌ସ୍କାନ୍‌,...

Read more

ପିଲାମାନଙ୍କ ଶିକ୍ଷା ପାଇଁ ‘ଯାଦୁପେଡି’

ଭୁବନେଶ୍ୱର: ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ଛୋଟ ପିଲାମାନଙ୍କ ପାଇଁ ଏହି ଯାଦୁପେଡିର ପରିକଳ୍ପନା କରାଯାଇଛି। ଏହାକୁ NCERT ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ପାଇଁ ଏହି କିଟ୍ ପ୍ରଦାନ...

Read more
Page 112 of 979 1 111 112 113 979