ଆଗାମୀ ବର୍ଷରୁ ହବିଷ୍ୟାଳିଙ୍କ ପାଇଁ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା
ଭୁବନେଶ୍ୱର: ପୁରୀ ଠାରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପସ୍ଥିତ ରହି ହବିଷ୍ୟାଳି ମା’ମାନଙ୍କ ସହ ମିଶିଥିଲେ ଏବଂ ଏହି ଅବସରରେ...
Read more








