Our Correspondent

ଏ ଘର ମାଉସୀ ସେ ଘର ପିଉସୀ

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଏବଂ ଭି.କେ ପାଣ୍ଡିଆନଙ୍କ ପରେ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କୁ ବିଜେଡିର ତୃତୀୟ ସର୍ବଶକ୍ତିମାନ ନେତା କୁହାଯାଏ । ପାଣ୍ଡିଆନ ୧୦ ମାସ ତଳୁ ରାଜନୀତିରେ ନାହାନ୍ତି ବୋଲି ନବୀନ ବାବୁଙ୍କ ସ୍ପଷ୍ଟୀକରଣକୁ ବିଶ୍ୱାସ କଲେ...

Read more

ବ୍ରହ୍ମଗିରି ନିର୍ବାଚନମଣ୍ଡଳୀବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ, ସ୍ୱାସ୍ଥ୍ୟକାର୍ଡ ବାଣ୍ଟିଲେ ବିଧାୟିକା

ବ୍ରହ୍ମଗିରି: ଓଡ଼ିଶାରେ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନାର ଆଜି ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ ରସାୟନ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ...

Read more

ନବୀନଙ୍କ ନାଲି ଆଖିକୁ ଡରିଲେନିିିି

ଭୁବନେଶ୍ୱର: 'ପାଣ୍ଡିଆନ' ଫ୍ୟାକ୍ଟର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଇଁ ମହଙ୍ଗା ହୋଇଯାଇଛି । ଦଳରେ ତାଙ୍କର ସେହି ପୂର୍ବ ଖାତିର ଆଉ ନାହିଁ । ଦଳୀୟ ଶୃଙ୍ଖଳା ଆଳରେ ତାଙ୍କ ତାଗିଦକୁ ବେଖାତିର କରିବାକୁ ସାହାସ କଲେଣି ବରିଷ୍ଠ ନେତା...

Read more

ଆରମ୍ଭ ହେଲା ଆୟୁଷ୍ମାନ ଯୋଜନା

ଭୁୁବନେଶ୍ୱର: ଓଡ଼ିଶାରେ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ ହୋଇଛି । କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି...

Read more

ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମ୍ୟୁନିଟି ହେଲ୍‌ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ...

Read more

ଅଚ୍ୟୁତ ସାମନ୍ତଙ୍କୁ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଇଂଲଣ୍ଡର ଖ୍ୟାତି ସମ୍ପନ୍ନ ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଗୁରୁବାର ବକିଙ୍ଗହାମ୍‍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।...

Read more

‘ନବୀନ ବାବୁଙ୍କ ମୁହଁରେ ମିଛ କୁହାଯାଇଛି’

ମୁଁ ଦଳରେ ନାହିଁ କହିବା ମହାମିଥ୍ୟା: ପ୍ରଭାତ ଭୁବନେଶ୍ୱର: ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ କିଛି ବର୍ଷ ତଳେ ବିଜେଡିରୁ ବହିଷ୍କୃତ ହୋଇଥିଲେ । ଚିଟଫଣ୍ଡ କେସ୍ ରେ ସଂପୃକ୍ତ ଥିବାରୁ ଜେଲ୍ ଯାଇଥିଲେ । ସେ ଦଳର କେହି ନୁହଁନ୍ତି...

Read more
Page 119 of 979 1 118 119 120 979