Our Correspondent

ଝିଅମାନେ ନିର୍ଭୟରେ ସ୍ୱପ୍ନ ଦେଖ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ପ୍ରତ୍ୟେକ ଝିଅ ମାନଙ୍କୁ ନିର୍ଭୟରେ ସ୍ୱପ୍ନ ଦେଖିବାକୁ ଆହ୍ୱାନ ଦେଇଛନ୍ତି । ସମାଜର ସମସ୍ତ ବାଧାବିଘ୍ନକୁ ଭାଙ୍ଗି ଆତ୍ମ ବିଶ୍ୱାସର ସହ ଆଗକୁ ବଢିବାକୁ ପ୍ରେରଣା ଦେଇଛନ୍ତି...

Read more

ଓଡ଼ିଶାରେ ମହିଳାଙ୍କ ସୁରକ୍ଷା ପାଇଁ ଛାତ୍ର କଂଗ୍ରେସର ମଶାଲ ରାଲି

ଭୁବନେଶ୍ୱର: ବିଶ୍ୱ ମହିଳା ଦିବସ ପାଳନ ଅବସରରେ ଆଜି ଛାତ୍ରୀ କଂଗ୍ରେସ ପକ୍ଷରୁ ସଭାପତି ଉଦ୍ଦିତ ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାରେ କ୍ରମବର୍ଦ୍ଧିଷ୍ଣୁ ନାରୀ ନିର୍ଯ୍ୟାତନ, ଦୁଷ୍କର୍ମ ଓ ବିଶେଷ କରି ଛାତ୍ରୀମାନଙ୍କୁ ଦୁଷ୍କର୍ମ, ନିର୍ଯ୍ୟାତନା ଓ ହତ୍ୟା ପ୍ରତିବାଦରେ ଏକ ବିଶାଳ...

Read more

କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, କିଟ୍‍ ଓ କିସର ଅଭିବୃଦ୍ଧିରେ...

Read more

ମହିଳା ସଶକ୍ତ ହେଲେ ସମାଜ ଆଗକୁ ବଢ଼ିବ: ସୋଆ ଉପସଭାପତି

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ଶୁକ୍ରବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶ୍ରୀମତୀ ଶାଶ୍ୱତି...

Read more

ଓଡ଼ିଶାରେ ମିଶି ଭୁଲ୍ କରିଦେଲୁ

ଭୁବନେଶ୍ୱର: ରାଜ୍ୟ ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଆଜି ଅତି ସାଂଘାତିକ ଏବଂ ବିବାଦୀୟ ବୟାନ ଦେଇଛନ୍ତି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମ୍ବଲପୁରରେ ଆୟୋଜିତ ସୁଭଦ୍ରା କିସ୍ତି ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ...

Read more

ମା ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପି ଅପଚେଷ୍ଟାର ଜବାବ ଦିଅ: ନବୀନ

ଭୁବନେଶ୍ୱର : ଆଜି ବିଶ୍ୱ ମହିଳା ଦିବସରେ ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମହିଳାମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ବିଜୁ ବାବୁଙ୍କଠାରୁ ଆରମ୍ଭ...

Read more

‘ସୁଭଦ୍ରା’ ମଞ୍ଚରୁ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ମୋହନ

ଭୁବନେଶ୍ୱର: ଆଜି ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର କୋଟିଏ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁର ଆମ୍ବପୁଆଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ପ୍ରଦାନ...

Read more
Page 130 of 979 1 129 130 131 979