ସିବିଏସଇ ଦୁଇ ଟପରଙ୍କୁ ସମ୍ବର୍ଦ୍ଧନା
ଭୁୁବନେଶ୍ୱର: ଚଳିତ ସିବିଏସଇ ଦଶମ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରର ଲୋକସେବା ଭବନରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଉଭୟ ଟପର ଛାତ୍ରୀଙ୍କୁ...
Read more








