Our Correspondent

ବିବ୍ରତ ହୋଇ ଫେରିଲେ ଅନୀଲ ଅଗ୍ରୱାଲ୍ !

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କୁ ଅପମାନଜନକ ପରିସ୍ଥିତିର ସାମନା କରିବାକୁ ପଡ଼ିଛି । ହୋଟେଲରୁ ବାହାରି ସେ କନକ୍ଲେଭ ସ୍ଥଳକୁ ଆସୁଥିବା ବେଳେ ଗ୍ରୀନ ଓଡ଼ିଶା ଟିମ୍ ତାଙ୍କ ଗାଡ଼ି...

Read more

୧୪୫ ଏମଓୟୁ, ୧୬ ଲକ୍ଷ କୋଟିର ପୁଞ୍ଜି

ଭୁବନେଶ୍ୱର: ଶେଷ ହୋଇଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ । ଏଥିରେ ମୋଟ ୧୪୫ ଏମଓୟୁ ସ୍ୱାକ୍ଷରିତ ହୋଇଛି । ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ରାଜିନାମା ହୋଇଛି ।...

Read more

ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ...

Read more

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଡାକ୍ତରୀ ଶିକ୍ଷା ନେଇ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଡାକ୍ତରୀ ଛାତ୍ରଛାତ୍ରୀ ଓ ଇନ୍ଟର୍ଣ୍ଣମାନଙ୍କୁ ସାହାଯ୍ୟ କରିବା ଲକ୍ଷ୍ୟ ନେଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଆନାଟୋମୀ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଶିଶିର କୁମାର ଏବଂ ଅନ୍ୟାନ୍ୟ ଫ୍ୟାକଲ୍ଟି ମେମ୍ବର୍ସଙ୍କ ଦ୍ୱାରା ରଚିତ ଡାକ୍ତରୀ...

Read more

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍: ସୋଆ ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ

ଭୁବନେଶ୍ୱର: ଉତ୍କର୍ଷ ଓଡିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫କୁ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଥିବା ବେଳେ ଏହି ଅବସରରେ ତାଙ୍କୁ ସ୍ୱାଗତ ଜଣାଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଜନତା ମଇଦାନ...

Read more

ନବୀନଙ୍କ ଉଦ୍ୟମ ଯୋଗୁଁ ଶିଳ୍ପପତିମାନେ ଓଡିଶା ମୁହାଁ: ଦେବୀ ମିଶ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ଉତ୍କର୍ଷ ଓଡିଶା କନକ୍ଲେଭ ଆଜି ଉଦଘାଟିତ ହୋଇଥିବା ବେଳେ ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ଶିଳ୍ପମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ...

Read more

୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି...

Read more
Page 141 of 980 1 140 141 142 980