ପ୍ରଥମ ଦିନରେ ସାଢ଼େ ୪ ଲକ୍ଷ କୋଟିର ପୁଞ୍ଜି ପ୍ରସ୍ତାବ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଭୁବନେଶ୍ୱରର ଜନତା ମୈଦାନରେ ଡବଲ୍ ଇଞ୍ଜିନ୍ ସରକାରଙ୍କ ପ୍ରଥମ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଉଦଘାଟିତ ହୋଇଛି । ପ୍ରଥମ ଦିନରେ ବିଭିନ୍ନ ଶିଳ୍ପ ସଂସ୍ଥା ସହ ୫୪...
Read more








