ଉତ୍କର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍: ଯୋଗ ଦେବେ ୨୦ଟି ଦେଶର ୧୦୦ରୁ ଅଧିକ ପ୍ରତିନିଧି
ଭୁବନେଶ୍ୱର: ଜାନୁଆରୀ ୨୮-୨୯, ଦୁଇଦିନ ଧରି ଉତ୍କର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ...
Read more








