ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍ଘାଟିତ
ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-2 ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍'ର ଉଦ୍ଘାଟନ କରିଛନ୍ତି । ଏହି ସେଣ୍ଟର୍ଟି ବାଙ୍ଗାଲୋର୍ ହସ୍ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ ଶ୍ରୀମତୀ ସୁସ୍ମିତା ବାଗ୍ଚୀ ଓ...
Read more








