ବିଏସକେୱାଇ ବଦଳରେ ଏଣିକି ଆୟୁଷ୍ମାନ ଭାରତ
ଭୁବନେଶ୍ୱର: ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର...
Read more








