ଜନଜାତିଙ୍କ ଜମି ହସ୍ତାନ୍ତର ସଂପର୍କିତ ସଂଶୋଧନକୁ ନାମଞ୍ଜୁର
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦ (TAC) ର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ...
Read more








